ନିଜର ବ୍ୟକ୍ତିଗତ ଜ୍ୟୋତିଷଙ୍କୁ OSD ଦାୟିତ୍ବରେ ନିଯୁକ୍ତ କଲେ ବିଜୟ
ତାମିଲନାଡ଼ୁ ରାଜନୀତିରେ ଏବେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି । ଅଭିନେତାରୁ ଜନନେତା ପାଲଟିଥିବା ଥଲାପତି ବିଜୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ କରିବା ଆରମ୍ଭ କରିଛନ୍ତି । ନିଜର ବ୍ୟକ୍ତିଗତ ଜ୍ୟୋତିଷ ରାଧନ ପଣ୍ଡିତ ଭେଟ୍ରିଭେଲଙ୍କୁ!-->…