ମେ’ ୧୫ରୁ ୫ଟି ଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଶୁକ୍ରବାରଠାରୁ ବିଦେଶ ଗସ୍ତରେ ରହିବେ । ୫ଟି ଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରିପୋର୍ଟ ଅନୁଯାୟୀ, ଏହି ୬ ଦିନିଆ ଯାତ୍ରାରେ ସେ ସଂଯୁକ୍ତ ଆରବ ଏମିରେଟ୍ସ (UAE), ନେଦରଲ୍ୟାଣ୍ଡସ୍, ସ୍ୱିଡେନ୍, ନରୱେ ଏବଂ ଇଟାଲୀ ଯିବେ ।ଏହି!-->…