ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ।ମେ୧୧ ତାରିଖ ଏବଂ ୧୨ ତାରିଖରେ ଗଣତି ଚାଲୁ ରହିବ । ବାହାର ଚନ୍ଦନ ଯାତ୍ରାର ନୀତି ବହୁଳତା ଓ ଅନ୍ୟ ବିଭିନ୍ନ କାରଣରୁ ଗଣତିମଣତି କିଛି ଦିନ ହେବ ବନ୍ଦ ରହିଥିଲା । ସେପଟେ ଭିତର ଭଣ୍ଡାର ଗଣତି!-->…