ଶୁଭେନ୍ଦୁ ଅଧିକାରୀ ହେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ । ବିଜେପି ବିଧାୟକ ଦଳ ବୈଠକରେ ନିଆଯାଇଛି ନିଷ୍ପତ୍ତି । ଶୁଭେନ୍ଦୁ ଅଧିକାରୀଙ୍କ ନାଁରେ ସମସ୍ତ ବିଧାୟକ ସହମତି ପ୍ରଦାନ କରିଛନ୍ତି ।ଶନିବାର ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ। କୋଲକାତାର ବ୍ରିଗେଡ୍!-->…