ଓମ୍ ପ୍ରକାଶଙ୍କ ସାଂଘାତିକ ବୟାନ ।ସୌମ୍ୟଙ୍କୁ ବାତ ମାରିଥିଲା…
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା ଏବେ ରାଜ୍ୟରେ ଚାଞ୍ଚଲ୍ୟ। ତେବେ ଏହାରି ଭିତରେ ପ୍ରତ୍ୟକ୍ଷଦର୍ଶୀ ଓମ୍ ପ୍ରକାଶଙ୍କ ବୟାନ ସମସ୍ତଙ୍କୁ ଚକିତ କରିଛି। ଘଟଣା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ!-->…