ପୁଲିସ ପରିଚୟ ଦେଇ ଠକୁଥିଲେ, ଏବେ ବାପା-ପୁଅ ଗିରଫ
ରାଜ୍ୟ କାହାଣୀ (ଭୁବନେଶ୍ଵର)ନକଲି ପୋଲିସକୁ ବାନ୍ଧିଲା ଅସଲି ପୋଲିସ । ନିଜକୁ ପୁଲିସ ଏସ ଆଇ କହି ଲୋକଙ୍କୁ ଲଗାଉଥିଲେ ଚୂନ । କାହାକୁ କମ ଦରରେ କ୍ରିକେଟ ମ୍ୟାଚ ଟିକେଟ କରାଇ ଦେବାର ପ୍ରତିଶ୍ରୁତି ତ ଆଉ କାହାକୁ କମ ଦାମରେ ଜମି ଦେବାର ଲୋଭ ଦେଖାଉଥିଲେ । ଏଭଳି ତିନିଜଣ ଲୋକଙ୍କୁ ଠକିଥିବା!-->…