ପଥର ଖୋଲରେ ଫସିଥିବା ନାବାଳକ ଉଦ୍ଧାର
ନୟାଗଡ ଜିଲ୍ଲାର କାଣିପଡା ଜଙ୍ଗଲକୁ ମହୁ ସଂଗ୍ରହ ପାଇଁ ଯାଇଁ ଯାଇଥିବା ବେଳେ ପଥର ସନ୍ଧିରେ ନାବାଳକର ମୁଣ୍ଡ ରହିଯାଇଥିଲା । ଦୀର୍ଘ ୫ ଘଣ୍ଟା ପରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଛନ୍ତି । ନାବାଳକର ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରିବା ପାଇଁ ଡାକ୍ତରଖାନାକୁ ନିଆଯାଇଛି । ସୂଚନା!-->…