ସଡ଼କ ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ,ଜାତୀୟ ରାଜପଥରେ ହୋଇପାରିବନି ବେଆଇନ ପାର୍କିଂ
ସଡ଼କ ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ। ବେଆଇନ ପାର୍କିଂ ଉପରେ ରୋକ୍: ଜାତୀୟ ରାଜପଥରେ ଭାରୀ କିମ୍ବା ବ୍ୟବସାୟିକ ଯାନଗୁଡ଼ିକ ଏଣିକି ଯେଉଁଠି ସେଇଠି ପାର୍କିଂ କରିପାରିବେ ନାହିଁ। କେବଳ ନିର୍ଦ୍ଧାରିତ ସ୍ଥାନରେ ହିଁ ପାର୍କିଂ କରିବାକୁ ଅନୁମତି ମିଳିବ।ପ୍ରତ୍ୟେକ ଜିଲ୍ଲାରେ!-->…