ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର: ଖାତାକୁ ଗଲା ବକେୟା ଟଙ୍କା

ରାଜ୍ୟ କାହାଣୀ (ଭୁବନେଶ୍ଵର)ବଞ୍ଚିତ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ଟଙ୍କା । ୩ୟ କିସ୍ତିରୁ ବଞ୍ଚିତ ଥିବା ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ଆଜି ଟଙ୍କା ମିଳିଛି।ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ କିସ୍ତିରୁ ବାଦ୍ ପଡ଼ିଥିବା ପ୍ରାୟ ୭୯ ହଜାରରୁ ଅଧିକ ମହିଳାଙ୍କ ବ୍ୟାଙ୍କ…

ହର୍ମୁଜ୍‌ରେ ଆମେରିକାର ଦାଦାଗିରି ଚଳିବ ନାହିଁ : ଇରାନ 

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରୋଜେକ୍ଟ ଫ୍ରିଡମ୍ ଘୋଷଣା କରିଛନ୍ତି, ଯାହା ହର୍ମୁଜ୍ ପ୍ରଣାଳୀରେ ଫସି ରହିଥିବା ଜାହାଜଗୁଡ଼ିକୁ ମୁକ୍ତ କରିବ । ଇରାନ ଟ୍ରମ୍ପଙ୍କ ଯୋଜନାକୁ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଛି ଏବଂ ଚେତାବନୀ ଦେଇଛି ଯେ ହର୍ମୁଜ୍ ପ୍ରଣାଳୀର ପରିଚାଳନାରେ…

କାଳବୈଶାଖୀ କ୍ଷୟକ୍ଷତି ରିପୋର୍ଟ ମାଗିଲା ରାଜସ୍ୱ ବିଭାଗ

ରାଜ୍ୟ କାହାଣୀ ( ଭୁବନେଶ୍ଵର)କାଳବୈଶାଖୀର କ୍ଷୟକ୍ଷତି ରିପୋର୍ଟ ମାଗିଛି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ । ରିପୋର୍ଟର 24 ଘଣ୍ଟା ମଧ୍ୟରେ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।ସେ ଆହୁରି ମଧ୍ୟ କହିଛନ୍ତି, "ବର୍ଷ ତମାମ ବିଭିନ୍ନ…

ପଶ୍ଚିମବଙ୍ଗ ଓ ତାମିଲନାଡୁ ରାଜନୀତିରେ ବଡ଼ ଧମାକା

ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ରେ ଭୋଟ ଗଣନା କରାଯାଉଛି । ପ୍ରାଥମିକ ଭୋଟ୍ ଗଣତିରେ ପଶ୍ଚିମବଙ୍ଗରେ ବିଜେପି ୧୪୯ ଆସନରେ ଆଗୁଆ ଥିବାବେଳେ ଟିଏମସି ୯୨ ଆସନରେ ଆଗୁଆ ରହିଛି। ସେହିପରି…

ଆସନ୍ତା ୨୪ ଘଣ୍ଟାରେ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା

ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ ବର୍ତ୍ତମାନ ମେଘୁଆ ପାଗ ରହିଥିବା ବେଳେ ତାତିରୁ ମିଳିଛି ଆଶ୍ଵସ୍ତି । କାଳବୈଶାଖୀ ପ୍ରଭାବରୁ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ଥିବା ବେଳେ ଆଗାମୀ ୪ ଦିନ ଯାଏଁ ପ୍ରବଳ ବର୍ଷା, ପବନ ପାଇଁ ସତର୍କ କରିଛି ପାଣିପାଗ ବିଭାଗ । ଆଜି କୋରାପୁଟ, ରାୟଗଡା,…

ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୬ ଆରମ୍ଭ ହେବ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୬ ଆରମ୍ଭ ହେବ। ୧୦ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହେବ । ପ୍ରଥମ ସିଫ୍ଟ ସକାଳ ୯ଟାରୁ ୧୧ଟା, ଦ୍ୱିତୀୟ ସିଫ୍ଟ ଅପରାହ୍ନ ୧ଟାରୁ ୩ଟା ଏବଂ ତୃତୀୟ ସିଫ୍ଟ ଅପରାହ୍ନ ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ହେବ…

ବିଧାନସଭା ନିର୍ବାଚନ : ଖୋଲିଲା ଇଭିଏମ୍ ପେଡ଼ି

ଆରମ୍ଭ ହେଲା ଭୋଟ ଗଣତି। ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ଉପରେ ନଜର । ଆସାମରେ ହ୍ୟାଟ୍ରିକ୍ ବିଜୟ ଲକ୍ଷ୍ୟରେ ବିଜେପି । ତାମିଲନାଡୁ, କେରଳମ୍ ଓ ପୁଡ଼ୁଚେରୀ ଉପରେ ସମସ୍ତଙ୍କ ଆଖି । ଭୋଟ୍ ଗଣତି ପାଇଁ ତ୍ରୀସ୍ତରୀୟ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।ରାଜ୍ୟର ୨୯୩ ବିଧାନସଭା ଆସନ…

ପୋଲିସ SI ପରୀକ୍ଷା ଦୁର୍ନୀତି: ୮ ମଧ୍ୟସ୍ଥିଙ୍କ ବିରୋଧରେ CBIର NBW

ରାଜ୍ୟ କାହାଣୀ (ଭୁବନେଶ୍ଵର)ପୋଲିସ SI ପରୀକ୍ଷା ସ୍କାମ ମାମଲାରେ ୮ ଦଲାଲଙ୍କ ବିରୁଦ୍ଧରେ NBW ଜାରିକଲା CBI । ବାରମ୍ବାର ନୋଟିସ ପରେ ମଧ୍ୟ ହାଜର ହେଉ ନଥିବା ଦଲାଲଙ୍କ ବିରୋଧରେ ଜାରିହେଲା NBW ।ସେମାନଙ୍କ ମଧ୍ୟରେ ୩ ଜଣ ବିହାର ଦଲାଲ ରହିଛନ୍ତି। ଅନ୍ୱେଷ ନାୟକ, ଆଶିଷ କୁମାର, ବଳରାମ…

ମେ ୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଆସନ୍ତା ସୋମବାର ମେ ୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ପ୍ରଚଣ୍ଡ ଖରା ଯୋଗୁଁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।…

ଆଇଇଡି ବିସ୍ଫୋରଣରେ ୩ ଯବାନ ସହିଦ

ଛତିଶଗଡ଼ କାଙ୍କେର ଜିଲ୍ଲାରେ ପୁଣି ମାଓ ହିଂସାକାଣ୍ଡ । କାଙ୍କେର ଜିଲ୍ଲା ଡିଆରଜିର ୩ ଯବାନ ସହିଦ ହୋଇଛନ୍ତି । ମାଓ ଦମନ ଅପରେସନରେ ଯାଇଥିବାବେଳେ ଏଭଳି ଅଘଟଣ ଘଟିଛି । ଯବାନ ମାନଙ୍କୁ ଟାର୍ଗେଟ୍ କରି ପୂର୍ବରୁ ଆଇଇଡି ଖଞ୍ଜାଯାଇଥିଲା । ଆଇଇଡି ବିସ୍ଫୋରଣ କୃଷ୍ଣ କୋମରା, ବସ୍ତର ଫାଇଟର୍ସ,…