ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ

ରାଜ୍ୟ କାହାଣୀ (ଭୁବନେଶ୍ଵର)ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ  ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି। ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ । ବୋର୍ଡର ୱେବସାଇଟ www.bseodisha.ac.in ଓ…

ମହିଳାଙ୍କୁ ମାନସିକ ନିର୍ଯାତନା ଅଭିଯୋଗ: ନିଲମ୍ବିତ ହେଲେ ଖଣ୍ଡପଡା ଏସଡ଼ିପିଓ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ । ଖଣ୍ଡପଡ଼ା ଏସଡିପିଓ ମଦନ ମୋହନ ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ପୁଲିସ ଡିଜି ୱାଇ.ବି. ଖୁରାନିଆ ସସ୍‌ପେଣ୍ଡ କରିଛନ୍ତି । ଥାନାକୁ ସାକ୍ଷୀ ପାଇଁ ଡାକି ମହିଳାଙ୍କୁ ଅଶାଳୀନ ମନ୍ତବ୍ୟ, ମାନସିକ…

ମହାନଦୀ ଜଳ ବିବାଦ: ୩୦ରେ ପରବର୍ତ୍ତୀ ଶୁଣାଣି

ରାଜ୍ୟ କାହାଣୀ ( ଭୁବନେଶ୍ଵର)ମହାନଦୀ ଜଳ ବିବାଦ ଆସନ୍ତା ୩୦ରେ ପରବର୍ତ୍ତୀ ଶୁଣାଣି ହେବ ।ଗତ ୨୦ ଏପ୍ରିଲ ଶୁଣାଣିରେ ଟ୍ରିବ୍ୟୁନାଲ ଦୁଇ ରାଜ୍ୟକୁ ମହାନଦୀ ଜଳ କୁ ନେଇ ସହମତି ଭିତ୍ତିକ ପ୍ରସଙ୍ଗ ଚୂଡ଼ାନ୍ତ କରିବା ପାଇଁ ଶେଷ ନିର୍ଦ୍ଦେଶ ଦେଇଥିଲେ। ଏହା ସହ ଟ୍ରିବ୍ୟୁନାଲ ନିର୍ଦ୍ଦେଶ…

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବଡ ଝଟକା। ଦିଦିଙ୍କ ଦାବିକୁ ଅଗ୍ରାହ୍ୟ କରିଦେଇଛନ୍ତି ସୁପ୍ରିମକୋର୍ଟ

ଭୋଟ ଗଣତି ପୂର୍ବରୁ ଦିଦିଙ୍କୁ ସୁପ୍ରିମ ଝଟକା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦାବିକୁ ଅଗ୍ରାହ୍ୟ କରିଦେଇଛନ୍ତି ଦେଶର ସର୍ବୋଚ୍ଚ ଅଦାଲତ। ମତଗଣନା ବେଳେ କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ନିୟୋଜିତକୁ ବିରୋଧ କରି ମମତା ଯେଉଁ ଆବେଦନ କରିଥିଲେ, ତାକୁ କୋର୍ଟ 'ଯୁକ୍ତି…

ଜିତୁ ମୁଣ୍ଡା ଘଟଣା ; ନିର୍ମଳାଙ୍କୁ ଚିଠି ଲେଖିଲେ ନବୀନ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି ନବୀନ।ଖବର ଅନୁଯାୟୀ, କେନ୍ଦୁଝର ଜିଲ୍ଲାର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ମଲ୍ଲିପଶି…

ଆପଣଙ୍କ ଫୋନକୁ ଆସୁଛିକି ଏମର୍ଜେନ୍ସି ଆଲର୍ଟ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଜି ଫୋନକୁ ଆସିଛି କି ଏମର୍ଜେନ୍ସି ଆଲର୍ଟ । ଯଦି ଏପରି ହୋଇଛି, ତେବେ ଆତଙ୍କୀତ ନହେବା ପାଇଁ ଟେଲିକମ୍ ବିଭାଗ ପରାମର୍ଶ ଦେଇଛି । ତେବେ ଏହି ଆଲର୍ଟ ଜରୁରୀକାଳୀନ ସ୍ଥିତିରେ ଆସିବ ଜଣାପଡିଛି । ଏଥିପାଇଁ କୌଣସି ଲୋକ ଭୟଭୀତ ନହୋଇ ମେସେଜକୁ ଅଣଦେଖା କରନ୍ତୁ ।ଆଜି…

ଇରାନ ପାଖରେ ଏବେ ଦୁଇଟି ବିକଳ୍ପ ବାକି ଅଛି : ଟ୍ରମ୍ପ

ମଧ୍ୟପ୍ରାଚ୍ୟ ତିକ୍ତତା ମଧ୍ୟରେ ଶାନ୍ତି ଆଲୋଚନା ପାଇଁ ଆମେରିକାକୁ ନୂଆ ପ୍ରସ୍ତାବ ଦେଇଛି ଇରାନ। ମଧ୍ୟସ୍ଥି ସାଜିଥିବା ପାକିସ୍ତାନ ହାତରେ ଇରାନ ଆଲୋଚନା ପାଇଁ ରଖିଥିବା ସର୍ତ୍ତଗୁଡ଼ିକୁ ଆମେରିକା ପାଖକୁ ପଠାଇଛି। ହେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ପ୍ରସ୍ତାବରେ ରାଜି…

ମେ ଦ୍ୱିତୀୟ ସପ୍ତାହରେ ଲଘୁଚାପ ସମ୍ଭାବନା

ରାଜ୍ୟ କାହାଣୀ (ଭୁବନେଶ୍ଵର)ଆସୁଛି ଆଉ ଏକ ଲଘୁଚାପ। ମେ ଦ୍ୱିତୀୟ ସପ୍ତାହରେ ଲଘୁଚାପ ସମ୍ଭାବନା। ଲଘୁଚାପ ନେଇ ଆକଳନ କରୁଛି ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ ବା ଜିଏଫଏସ। ମେ ୧୧ରୁ ୧୫ ତାରିଖ ବେଳକୁ ଦକ୍ଷିଣ-ପୂର୍ବ-ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ।…

ଶିଶୁଙ୍କୁ ଅଧିକ ମୋବାଇଲ୍ ଦେଖାଇବା ହୋଇପାରେ ବିପଜ୍ଜନକ।ସୃଷ୍ଟି ହୋଇପାରେ ‘ଅଟିଜିମ୍’ ଭଳି ସମସ୍ୟା

ଶିଶୁଙ୍କୁ ଅଧିକ ମୋବାଇଲ୍ ଦେଖାଇବା ହୋଇପାରେ ବିପଜ୍ଜନକ । AIIMS ଦିଲ୍ଲୀର ଗବେଷଣାରୁ ସାମ୍ନାକୁ ଆସିଛି ଚିନ୍ତାଜନକ ତଥ୍ୟ । ଯେଉଁ ଶିଶୁମାନେ ଏକ ବର୍ଷ ବୟସ ପୂର୍ବରୁ ଅଧିକ ସମୟ ସ୍କ୍ରିନ୍ ସଂସ୍ପର୍ଶରେ ଆସୁଛନ୍ତି, ସେମାନଙ୍କଠାରେ ତିନି ବର୍ଷ ବୟସ ବେଳକୁ ଅଟିଜିମ୍ ସମ୍ବନ୍ଧୀୟ ଲକ୍ଷଣ…

ପଶ୍ଚିମବଙ୍ଗର ୧୫ଟି ବୁଥରେ ରିପୋଲିଂ, ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କରାଯିବ ଭୋଟ୍ ଗ୍ରହଣ

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ମେ ୪ ତାରିଖରେ ଘୋଷଣା କରାଯିବ। ଭୋଟ ଗଣତି ପୂର୍ବରୁ ରାଜ୍ୟରେ ରାଜନୈତିକ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଇଭିଏମ ଷ୍ଟ୍ରଙ୍ଗରୁମର ସୁରକ୍ଷାକୁ ନେଇ ଟିଏମ୍‌ସି ଏବଂ ବିଜେପି ମୁହାଁମୁହିଁ ହୋଇଛନ୍ତି । ଶୁକ୍ରବାର ଭୋଟ ଜାଲିଆତି ଅଭିଯୋଗ ପରେ…