ଆଜି ୮ ଜିଲ୍ଲାକୁ କାଳବୈଶାଖୀର ଆଲର୍ଟ, ୫୦-୬୦ ବେଗରେ ବହିପାରେ ପବନ
ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟରେ ଆସନ୍ତା ୭ ତାରିଖ ଯାଏଁ ରହିବ କାଳବୈଶାଖୀର ପ୍ରଭାବ । କାଳବୈଶାଖୀ ଯୋଗୁ ଆସନ୍ତା ଦୁଇ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ରାଜ୍ୟରେ ଆଜି ମଧ୍ୟ କାଳବୈଶାଖୀ ନେଇ ସତର୍କତା ଜାରି ହୋଇଛି ।ପାଣିପାଗ ବିଭାଗ ପକ୍ଷରୁ!-->…