ଆଜି ଆନ୍ତର୍ଜାତୀୟ ଶ୍ରମିକ ଦିବସ
ମେ ୧ ଶ୍ରମ ଦିବସ ବା ଶ୍ରମିକ ଦିବସ ଭାବରେ ବିଶ୍ୱରେ ବେସ୍ ଜଣାଶୁଣା । ଶ୍ରମିକମାନଙ୍କୁ ସମ୍ମାନ ଦେବା ସହିତ ଶ୍ରମିକମାନଙ୍କ ଅଧିକାର ପାଇଁ ସ୍ୱର ଉତ୍ତୋଳନ କରିବା ଉଦ୍ଦେଶ୍ୟରେ ଏହି ଦିନ ମଧ୍ୟ ପାଳନ କରାଯାଇଥାଏ, ଯଦ୍ୱାରା ସମାଜରେ ଶ୍ରମିକମାନଙ୍କର ସ୍ଥିତି ମଜବୁତ ହୋଇପାରିବ ।ଶ୍ରମିକ!-->…