ମହିଳା ସିଆରସିସିଙ୍କୁ ଯୌନ ନିର୍ଯାତନା ମାମଲା ; ଡିଇଓ, ବିଇଓ ଗିରଫ
ରାଜ୍ୟ କାହାଣୀ (ଭୁବନେଶ୍ଵର)ବରଗଡ଼ ଟାଉନ ଥାନାଞ୍ଚଳରେ ମହିଳା ସିଆରସିସିଙ୍କୁ ଯୌନ ନିର୍ଯାତନା ମାମଲାରେ ଗୁରୁବାର ଏକ ବଡ ଘଟଣା ସାମ୍ନାକୁ ଆସିଛି।ଡିଇଓ, ବିଇଓଙ୍କ ସହ ପିଇଟିଙ୍କୁ ଗିରଫ କଲା ପୁଲିସ। ଅଶ୍ଳୀଳ ମେସେଜ ସହ ଯୌନ ନିର୍ଯାତନା ଦେଇଥିବା ନେଇ ହୋଇଥିଲା ଅଭିଯୋଗ।ମହିଳା ସିଆରସିସିଙ୍କୁ!-->…