ବାଚସ୍ପତିଙ୍କୁ ଭେଟିବେ ବିଜେଡିର ସମସ୍ତ ବିଧାୟକ, ନିଲମ୍ବିତ ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ କରିବେ ଦାବି
ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଥିବା ୮ ନିଲମ୍ବିତ ବିଜେଡି ବିଧାୟକଙ୍କ ହେବ କି ସଭ୍ୟପଦ ରଦ୍ଦ ? ଏମିତି ଏକ ଚର୍ଚ୍ଚା ଲାଗି ରହିଥିବାବେଳେ ବାଚସ୍ପତିଙ୍କୁ ଭେଟିବେ ବିଜେଡିର ସମସ୍ତ ବିଧାୟକ ।ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଗତ ଜାନୁଆରୀ ୧୫ରେ ବିଜେଡି!-->…