ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅଭିଯୋଗ ଶୁଣାଣି ସ୍ଥଗିତ ରଖିଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟ ରାଜଧାନୀ ଭୁବନେଶ୍ୱର ସମେତ ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ହେବାକୁ ଥିବା ଅଭିଯୋଗ ଶୁଣାଣିକୁ ସ୍ଥଗିତ ରଖିଛନ୍ତି ।ଜନ ଶୁଣାଣି ପୋର୍ଟାଲରେ ଅନଲାଇନରେ ପଞ୍ଜୀକରଣ କରିଥିବା!-->…