ମୋଦୀ ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ଉପାଧ୍ୟକ୍ଷ ହେବେ ବିଜେପି ବିଧାୟକ ଅଶୋକ ଲାହିଡ଼ି !
ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ପଶ୍ଚିମବଙ୍ଗ ବିଧାୟକ ଅଶୋକ ଲାହିରୀଙ୍କୁ ନୀତି ଆୟୋଗର ପରବର୍ତ୍ତୀ ଉପାଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଅଶୋକ ଏବେ ପଶ୍ଚିମବଙ୍ଗର ବାଲୁରଘାଟରୁ ବିଧାୟକ ଅଛନ୍ତି, କିନ୍ତୁ ଚଳିତ ବିଧାନସଭା ନିର୍ବାଚନରେ ସେ ପ୍ରତିଦ୍ୱନ୍ଦ୍ୱିତା କରୁନାହାନ୍ତି। ସେ ଭାରତ!-->…