ଜନଗଣନାରେ ନିୟୋଜିତ ଥିବା ସରକାରୀ କର୍ମଚାରୀଙ୍କୁ ଆକ୍ରମଣ କରୁଥିବା ଦୋଷୀଙ୍କ ଉପରେ ହେବ କଠୋର ଆକ୍ସନ
ଭୁବନେଶ୍ୱର (ରାଜ୍ୟକାହାଣୀ )ଅଧିକ ଖରା ହେଲେ ବନ୍ଦ କରାଯାଇପାରେ ଜନଗଣନା । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଜନଗଣନା ବେଳେ କିଛି ଅଧିକାରୀ ଅସୁସ୍ଥ ହେବା ଖବର ଆସିଛି । ଆଜି ବିଭାଗୀୟ ଅଧିକାରୀଙ୍କବୈଠକ ପାଇଁ ଡକାଯାଇଛି । ଏହା ପରେ!-->…