ବଢିଲା ଆମେରିକା -ଇରାନ୍ ଅସ୍ତ୍ରବିରତି
ହର୍ମୁଜ୍ ପ୍ରଣାଳୀ ଉପରେ ଘନିଷ୍ଠ ହେଉଥିବା ସଙ୍କଟ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସେ ଘୋଷଣା କରିଛନ୍ତି ଯେ ଇରାନ ଆମେରିକା ନିକଟରେ ପ୍ରସ୍ତାବ ଉପସ୍ଥାପନ ନ କରିବା ପର୍ଯ୍ୟନ୍ତ ଏବଂ!-->…