୨୨ ଏପ୍ରିଲ ୨୦୨୫ରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ଏକ ବର୍ଷ ପୂରଣ ହେବାକୁ ଯାଉଛି
ଏପ୍ରିଲ ୨୨ ତାରିଖ । ଭାରତ ପାଇଁ ଏକ କଳାଦିନ । ଆସନ୍ତାକାଲି ଅର୍ଥାତ ଏପ୍ରିଲ ୨୨ ତାରିଖରେ ଭୟଙ୍କର ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ । ୨୨ ଏପ୍ରିଲ୍, ୨୦୨୨ କେବଳ ଏକ ତାରିଖ ନୁହେଁ, ବରଂ ଏକ ଚିତ୍କାର ଯାହା ଭାରତର ହୃଦୟକୁ ଚିରି ଦେଇଥିଲା । ଘଟଣାର ଏକ ବର୍ଷ ପରେ ଆଜି ମଧ୍ୟ ସେହି ଭୟଙ୍କର!-->…