ଟ୍ରମ୍ପଙ୍କ ଧମକ ପରେ ଆଲୋଚନାରୁ ପଛକୁ ହଟିଲା ତେହେରାନ
ୱାଶିଙ୍ଗଟନ୍ର ଅତ୍ୟଧିକ ଦାବି, ଅବାସ୍ତବ ଆଶା, ସ୍ଥିତିରେ ନିରନ୍ତର ପରିବର୍ତ୍ତନ, ବାରମ୍ବାର ବିରୋଧାଭାସ ଏବଂ ଇରାନୀୟ ବନ୍ଦରଗୁଡ଼ିକର ଯୁକ୍ତରାଷ୍ଟ୍ର ନୌସେନା ଅବରୋଧ ଯୋଗୁ ତେହେରାନ୍ ଶାନ୍ତି ଆଲୋଚନାରେ ଅଂଶଗ୍ରହଣ କରିବ ନାହିଁ | ଦ୍ବିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନାରେ ସାମିଲ ହେବନି ଇରାନ!-->…