ଆତଙ୍କୀ ଲିଙ୍କ୍ରେ ଓଡ଼ିଆ ଯୁବକ ଗିରଫ । ଦିଲ୍ଲୀରେ ଗିରଫ କଲା ପୋଲିସ
ଭୁବନେଶ୍ୱର (ରାଜ୍ୟକାହାଣୀ )ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ। ଭୁବନେଶ୍ବରର ଶେଖ୍ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ତାଙ୍କ ସହ ଅନ୍ୟ ୩ ଜଣଙ୍କୁ ବି ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତଙ୍କ ଭିତରେ ଅଛନ୍ତି ମହାରାଷ୍ଟ୍ରର ୨ ଜଣ ଓ ବିହାର!-->…