ବିହାରରେ ‘ନୀତିଶ ଯୁଗ’ର ଅନ୍ତ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା

ଦୀର୍ଘ ୨୦ ବର୍ଷ ଧରି ବିହାର ଚାଲିଥିବା ନୀତିଶ ଯୁଗର ସମାପ୍ତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ କ୍ୟାବିନେଟ୍ ଭଙ୍ଗ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ନୀତିଶ କୁମାର ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଏହି ନିଷ୍ପତ୍ତି କେବଳ ବିହାରରେ ନୁହେଁ ବରଂ…

ବାଲେଶ୍ବର FM କଲେଜ ପୁଣି ଚର୍ଚ୍ଚାରେ ! ଛାତ୍ରୀଙ୍କ ଅଭିଯୋଗ ପରେ ହଟିଲେ ଓଡ଼ିଆ ବିଭାଗ ଏଚ୍ଓଡି

ଭୁବନେଶ୍ୱର (ରାଜ୍ୟକାହାଣୀ )ଛାତ୍ରୀଙ୍କ ଅଭିଯୋଗ ପରେ ହଟିଲେ ବିଭାଗୀୟ ମୁଖ୍ୟ । ଫକୀରମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅଧ୍ୟାପକଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ଛାତ୍ରୀ । ସମସ୍ତ ସ୍ଥିତି ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କ ଦ୍ୱାରା ଯାଞ୍ଚ ହୋଇଥିବାବେଳେ ଅଭିଯୋଗ ଆଧାରରେ ମହାବିଦ୍ୟାଳୟ…

ହର୍ମୁଜକୁ ଅବରୋଧ ପାଇଁ ବ୍ୟାପକ ସୈନ୍ୟ ଓ ଯୁଦ୍ଧ ଜାହାଜ ପଠାଇଲେ ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ ପରେ ଆମେରିକା ସେନା ହର୍ମୁଜ୍ ପ୍ରଣାଳୀକୁ ଅବରୋଧ କରିବା ପାଇଁ ୫ ହଜାର ମାରିନ ସୈନିକ, ବିଧ୍ୱଂସକ ଜାହାଜ ଏବଂ ସୋନାର ଜାହାଜ ମୁତୟନ କରିଛି । ଆମେରିକାର ସେନା ହର୍ମୁଜ୍ ପ୍ରଣାଳୀକୁ ଅବରୋଧ କରିବା ପାଇଁ ଏଫ୍-୩୫-ବି ଲଢୁଆ ବିମାନ, ଏମଭି-୨୨ ଓସପ୍ରେସ୍ ଏବଂ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ହାତ ମିଳାଇଲେ..ମଲ୍ଲିକାର୍ଜୁନ ! କିଛି ସମୟ ପାଇଁ ହସ ହସ ମୁହଁରେ..

ଆମ୍ବେଦକର ଜୟନ୍ତୀ ଅବସରରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅନ୍ୟାନ୍ୟ ନେତାମାନେ ସଂସଦ ପରିସରରେ ଥିବା ‘ପ୍ରେରଣା ସ୍ଥଳ’ରେ ଭାରତ ରତ୍ନ ଡକ୍ଟର ବି.ଆର. ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ, ପ୍ରଧାନମନ୍ତ୍ରୀ ମୋଦୀ ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ…

ସମ୍ରାଟ ଚୌଧୁରୀ ବିହାରର ନୂଆ ମୁଖ୍ୟମନ୍ତ୍ରୀ ହେବେ

ସମ୍ରାଟ ଚୌଧୁରୀ ବିହାରର ନୂତନ ମୁଖ୍ୟମନ୍ତ୍ରୀ ହେବେ। ତାଙ୍କ ନାମ ଚୂଡ଼ାନ୍ତ ହୋଇଛି । ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ଆସନ୍ତାକାଲି, ଏପ୍ରିଲ ୧୫ ତାରିଖ, ପୂର୍ବାହ୍ନ ୧୧ଟାରେ, ଲୋକଭବନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଯେଉଁ ଠାରେ…

ଖଜୁରୀ ଗଛରେ ଚଢ଼ି ପୂଜା କରିବା ହେଲା କାଳ । ୨୦ ଫୁଟ ତଳକୁ ଖସିପଡ଼ି ଯୁବକ ମୃତ

ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ନାଲାଗୁଣ୍ଠି ପଞ୍ଚାୟତର ଏମପିଭି ୩୬ ଗାଁରେ ଅଘଟଣ। ଖଜୁରି ଗଛରେ ଚଢି ପୂଜା କରିବା ବେଳେ ୨୦ ଫୁଟ ତଳକୁ ଖସି ପଡି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ସୂଚନାମୁତାବକ ନାଲାଗୁଣ୍ଠି ପଞ୍ଚାୟତର ଏମପିଭି ୩୬ ଗ୍ରାମରେ ବଙ୍ଗୀୟ ସମ୍ପ୍ରଦାୟ ଲୋକଙ୍କ…

୯ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୪ ଦିନରେ ୪ ଡିଗ୍ରୀ ବଢିବ ପାରଦ

ଭୁବନେଶ୍ୱର (ରାଜ୍ୟକାହାଣୀ )ଏପ୍ରିଲ ମାସ ଆରମ୍ଭରୁ ଡ଼ହଡ଼ହ ଖରା । ଉପକୂଳରୁ ଉପାନ୍ତ ସବୁଠି ତାତି । ଆଜିଠୁ ଆହୁରି ବଢ଼ିବ ଖରା । ଆସନ୍ତା ୪ଦିନରେ ଆହୁରି ୪ଡିଗ୍ରୀ ବଢ଼ିପାରେ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ହିଟ୍ ଓ୍ବେଭ୍’ ଓ୍ବାର୍ଣ୍ଣିଂ…

ଆଜି ହେଉଛି ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ

ଆଜି ବାବାସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ । ପ୍ରତିବର୍ଷ ଏପ୍ରିଲ ୧୪ ତାରିଖ ଅର୍ଥାତ ଆଜିର ଦିନକୁ ସମାନତା ଦିବସ ବା ଜ୍ଞାନ ଦିବସ ରୂପେ ପାଳନ କରାଯାଏ । ଭୀମରାଓ ଆମ୍ବେଦକରଙ୍କ ଜନ୍ମ ମଧ୍ୟପ୍ରଦେଶର ମହୁ ଅଂଚଳରେ ଏକ ମରାଠୀ ପରିବାରରେ ୧୮୮୯ ମସିହା ଆଜିର ଦିନରେ…

ପ୍ରାଥମିକ ଶିକ୍ଷକ ବଦଳି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି! ଏପ୍ରିଲ ୧୫ ରୁ ୩୦ ପର୍ଯ୍ୟନ୍ତ ଅନଲାଇନରେ ଆବେଦନ 

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରାଥମିକ ଶିକ୍ଷକ ବଦଳି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି ।ଇଚ୍ଛୁକ ଶିକ୍ଷକମାନେ ଆସନ୍ତା ୧୫ରୁ ୩୦ ତାରିଖ ମଧ୍ୟରେ ଅନଲାଇନରେ ଆବେଦନ କରିପାରିବେ । ଜିଲ୍ଲା ଅନ୍ତର୍ଗତ ବଦଳି ଓ ଅନ୍ୟ ଜିଲ୍ଲାକୁ(ଅନ୍ତଃ ଜିଲ୍ଲା) ବଦଳି କରାଯିବ । ଜୁଲାଇ ୧୮ ସୁଦ୍ଧା ସମସ୍ତ ବଦଳି…

ଗ୍ରୀଷ୍ମକାଳୀନ 8 ସ୍ୱତନ୍ତ୍ର ଟ୍ରେନ୍ ଚଲାଇବାକୁ ନିଷ୍ପତ୍ତି ନେଇଛି ଇଷ୍ଟକୋଷ୍ଟ ରେଳବାଇ

ଭୁବନେଶ୍ୱର (ରାଜ୍ୟକାହାଣୀ )ଗ୍ରୀଷ୍ମ ଋତୁରେ ରେଳଯାତ୍ରୀଙ୍କ ଭିଡ଼କୁ ସୁଚାରୁ ଭାବେ ପରିଚାଳନା କରିବା ଏବଂ ଯାତ୍ରାକୁ ସୁଗମ, ସହଜ କରିବା ପାଇଁ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଚଲାଇବାକୁ ନିଷ୍ପତ୍ତି ନେଇଛି ଇଷ୍ଟକୋଷ୍ଟ ରେଳବାଇ । ଏହି ଟ୍ରେନ୍ ଗୁଡ଼ିକ ଆନନ୍ଦ ବିହାର–ଖୋର୍ଦ୍ଧା ରୋଡ୍,…