ମାଟି ତଳୁ ବାହାରିଲା ୨ କୁଇଣ୍ଟାଲରୁ ଉର୍ଦ୍ଧ୍ବ ଗଞ୍ଜେଇ

ଭୁବନେଶ୍ୱର (ରାଜ୍ୟକାହାଣୀ )ଗଜପତି ଜିଲ୍ଲା ଆର୍.ଉଦୟଗିରି ଥାନା ଭିମନପୁର୍ ଗାଁ ନିକଟସ୍ଥ ଜଙ୍ଗଲରେ ମାଫିଆମାନେ କୁଡ଼ିଆ ଘରଗୁଡିକରେ ମାଟି ତଳେ ବିପୁଳ ପରିମାଣର ଗଂଜେଇ ପୋତି ରଖିଥିଲେ।ଖବର ପାଇବା ପରେ ଆର.ଉଦୟଗିରୀ SDPOଙ୍କ ନେତୃତ୍ବରେ ପୋଲିସ ଟିମ୍ ଚଢ଼ାଉ କରିଥିଲା। ବିପୁଳ ପରିମାଣର…

ହର୍ମୁଜ ପ୍ରଣାଳୀରେ ବଢୁଛି ଯୁଦ୍ଧ ଆଶଙ୍କା, ତେହେରାନକୁ ପରବର୍ତ୍ତୀ ପଦକ୍ଷେପ ନେବାକୁ ପଡ଼ିବ କହିଲେ ଜେଡି ଭାନ୍ସ

ଇସଲାମାବାଦରେ ମାରାଥନ ଆଲୋଚନାରେ କୌଣସି ସହମତି ନମିଳିବା ପରେ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ କହିଛନ୍ତି ଯେ ଇରାନକୁ ଶାନ୍ତି ଆଲୋଚନାରେ ପରବର୍ତ୍ତୀ ପଦକ୍ଷେପ ନେବାକୁ ପଡିବ । ଭାନ୍ସ ଜୋର ଦେଇ କହିଛନ୍ତି ଯେ, ଏକ ସମ୍ଭାବ୍ୟ ଚୁକ୍ତି ପାଇଁ ଇରାନ ପଦକ୍ଷେପ ଗ୍ରହଣ କରିବାର ଆବଶ୍ୟକତା…

ଏଥର ସ୍ୱାଭାବିକ ଠାରୁ କମ୍‌ ବର୍ଷା ହେବ: ଆଇଏମ୍‌ଡିର ଆକଳନ 

ରାଜ୍ୟ କାହାଣୀ (ଭୁବନେଶ୍ଵର)ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ନେଇ ପାଣିପାଗ ବିଭାଗର ଆକଳନ । ଚଳିତ ବର୍ଷ ଏଲନିନୋ ପ୍ରଭାବରେ ସ୍ୱାଭାବିକ ଠାରୁ କମ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।ଜୁନରୁ ସେପ୍ଟେମ୍ବର ମାସ ମଧ୍ୟରେ ଦେଶରେ ହାରାହାରି ୯୨ ପ୍ରତିଶତ ବର୍ଷା ହେବାର ସମ୍ଭାବନା ଅଛି…

ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି

ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି। ଓଡ଼ିଆ ଅସ୍ମିତା ଓ ପରମ୍ପରାର ମହାମିଳନ। ଓଡ଼ିଆ ପଞ୍ଜିକା ଅନୁଯାୟୀ, ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ହେଉଛି ବର୍ଷର ପ୍ରଥମ ଦିନ। ଏହା କେବଳ ଏକ ତିଥି ନୁହେଁ, ବରଂ ଓଡ଼ିଆ ଜାତିର ସାଂସ୍କୃତିକ ଚେତନା ଏବଂ ପ୍ରକୃତି ପ୍ରତି ଥିବା…

ପୋଲିସ ଏସଆଇ ପରୀକ୍ଷା ଘୋଟାଲା । ରାଜଧାନୀରେ ସିବିଆଇ ପକ୍ଷରୁ ପ୍ରଥମ ରେଡ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ପୋଲିସ ଏସଆଇ ପରୀକ୍ଷା ଘୋଟାଲା । ରାଜଧାନୀରେ ସିବିଆଇ ପକ୍ଷରୁ ପ୍ରଥମ ରେଡ୍ । ଖଣ୍ଡଗିରି ସ୍ଥିତ ଟେକ୍ନୋ ସ୍କୁଲ ଘରୋଇ କଲେଜରେ ରେଡ୍ । ପରୀକ୍ଷା ସେଣ୍ଟର ଫିକ୍ସିଂ ନେଇ ପ୍ରମାଣ ପାଇବା ପରେ ଚାଲିଛି ରେଡ୍ । ଏହି ସ୍କାମ ସହ ସମ୍ପୃକ୍ତ ଶଙ୍କର ପୃଷ୍ଟି, ମୁନା…

ପେଟ୍ରୋଲ ପମ୍ପ୍‌ ପରେ ଏଣିକି ଷ୍ଟେସନରେ ମିଳିବ ୫ କେଜିଆ ଗ୍ୟାସ୍‌

ଭୁବନେଶ୍ୱର (ରାଜ୍ୟକାହାଣୀ )ଇରାନ ସହ ଆମେରିକାର ଯୁଦ୍ଧ ମଧ୍ୟରେ ଗ୍ୟାସ୍ ଓ ତୈଳର ଅଭାବ ସାରା ଦେଶରେ ଦେଖାଦେଇଛି । ଏହାର ସିଧାସଳଖ ପ୍ରଭାବ ଭାରତୀୟ ବଜାର ଉପରେ ମଧ୍ୟ ପଡିଛି | ଏବେ ଗ୍ୟାସ୍ ପାଇଁ ଆଉ ହଇରାଣ ହେବାକୁ ପଡିବନି । ପେଟ୍ରୋଲ ପମ୍ପ ପରେ ଏବେ ଷ୍ଟେସନ ପାଖରେ ମିଳିବ ଗ୍ୟାସ୍ ।…

ବେଆଇନ ମାଦକ ଦ୍ରବ୍ୟ କାରବାର ରୋକ ଉପରେ ଗୁରୁତ୍ୱ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟ ସରକାର ନୂଆ ଅବକାରୀ ନୀତି ପ୍ରଣୟନ ସହ ଏହାକୁ ସଠିକ୍‌ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି। ନୂଆ ମଦ ଦୋକାନ ଖୋଲିବା କିମ୍ବା ଅଧିକ ମଦ ବିକ୍ରୟ କରିବା କେବେ ବି ରାଜ୍ୟ ସରକାରଙ୍କ ପ୍ରାଧାନ୍ୟ ନୁହେଁ। ସରକାର ମଦ୍ୟପାନକୁ ନିରୁତ୍ସାହିତ କରିବା…

ଏସ୍‌ସିବି ଅଗ୍ନିକାଣ୍ଡ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

ଏସ୍‌ସିବି ଅଗ୍ନିକାଣ୍ଡ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଅବସରପ୍ରାପ୍ତ ଜିଲ୍ଲା ଜଜ ଲକ୍ଷ୍ମୀଧର ବିଶ୍ୱାଳ ଏବଂ ଟିମ୍ ଏସ୍‌ସିବି ମେଡିକାଲ ଯାଇ ଅନେକଙ୍କୁ ପଚରାଉଚରା କରିଛନ୍ତି।ଟିମ୍ ଅଗ୍ନିକାଣ୍ଡ ସମ୍ପର୍କରେ ନର୍ସ ଓ କର୍ମଚାରୀଙ୍କୁ ପଚରାଉଚରା କରୁଛନ୍ତି। ସୂଚନା ଅନୁଯାଇ,…

ନୟାଗଡ଼ ଛେନାପୋଡ଼କୁ ମିଳିବ GIଟ୍ୟାଗ୍

ଛେନା ପୋଡ଼ ଦିବସର ଦିନକ ପରେ ଛେନାପୋଡ଼କୁ ନେଇ ଆସିଲା ଖୁସି ଖବର । ନୟାଗଡ଼ ଛେନାପୋଡ଼କୁ ମିଳିବ GIଟ୍ୟାଗ୍ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ । ନୟାଗଡ଼ ଛେନାପୋଡ଼ GI ଟ୍ୟାଗ ମାନ୍ୟତା ଦେବା ପାଇଁ ଦୀର୍ଘ ଦିନ ହେବ ଦାବି ହୋଇଆସୁଛି ।…

ବିଜେଡି ସୁପ୍ରିମୋ ଯଦି ଚାହିଁବେ ।ବିଜେଡି- କଂଗ୍ରେସ ମେଣ୍ଟ ହୋଇପାରେ: ଭକ୍ତ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ବିଜେଡି- କଂଗ୍ରେସ ମେଣ୍ଟ ନେଇ ପିସିସି ସଭାପତି ବଡ ସୂଚନା ଦେଇଛନ୍ତି । ପଞ୍ଚାୟତ ନିର୍ବାଚନରେ ବିଜେଡି ସହିତ କଂଗ୍ରେସ ମିଶିବାର ନାହିଁ । ଯଦି ଖଡ୍‌ଗେ ଜୀ ଏବଂ ରାହୁଲ ଗାନ୍ଧୀ ଚାହିଁବେ । ଆଉ ଏପଟେ ବିଜେଡି ସୁପ୍ରିମୋ ବି ଯଦି ଚାହିଁବେ । ତେବେ ମେଣ୍ଟ ନେଇ…