ସମୁଦ୍ରରେ ମାଛ ବଂଶ ବୃଦ୍ଧି ପାଇଁ ୧୫ ଏପ୍ରିଲରୁ ମାଛଧରା ଉପରେ କଟକଣା ଜାରି

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ରରେ ମତ୍ସ୍ୟଜୀବୀଙ୍କୁ ମାଛ ନ ଧରିବାକୁ ମତ୍ସ୍ୟ ନିର୍ଦ୍ଦେଶାଳୟ, ଓଡ଼ିଶା କଟକ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଏପ୍ରିଲ ୧୫ ତାରିଖରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ଜଣାପଡିଛି ।ଏନେଇ…

ବିଲ୍ ବାକି ଥିଲେ ବି କଟିବନି ବିଜୁଳି: ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ

ଭୁବନେଶ୍ୱର (ରାଜ୍ୟକାହାଣୀ )ଖରାଦିନେ ଆଉ ଅସହ୍ୟ ତାତିରେ ଛଟପଟ ହେବେନି ଲୋକେ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘଣ୍ଟା ଘଣ୍ଟା ଧରି କଟିବନି ବିଦ୍ୟୁତ ।ବିଦ୍ୟୁତ୍ ବିତରଣ କମ୍ପାନୀ ମାନଙ୍କୁ ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ କଡ଼ା ନିର୍ଦ୍ଦେଶ।…

ମାନସ ରଞ୍ଜନ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳ ନେତା

ଭୁବନେଶ୍ୱର (ରାଜ୍ୟକାହାଣୀ )ମାନସ ରଞ୍ଜନ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳ ନେତା । ସୁଲତା ଦେଓଙ୍କୁ ବିଜେଡି ସଂସଦୀୟ ଦଳ ଉନେତା ସହ ମୁଖ୍ୟ ସଚେତକ ଦାୟିତ୍ୱ ଦିଆଯାଇଛି । ଉଭୟଙ୍କ ଚୟନକୁ ଅନୁମୋଦନ ଦେବାକୁ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି । ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି…

ଋତୁରାଜ ଏବଂ ନୀତିଶଙ୍କୁ ଝଟକା, ଲାଗିଲା ଜରିମାନା

ଶ୍ରେୟସ ଆୟର ଏବଂ ଶୁବମନ ଗିଲଙ୍କ ପରେ ଚେନ୍ନାଇ ଅଧିନାୟକ ଋତୁରାଜ ଗାୟକୱାଡଙ୍କ ଉପରେ ଜରିମାନା ଲଗାଇଲା ବିସିସିଆଇ । ଚେନ୍ନାଇ ସୁପରକିଙ୍ଗସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ସ୍ଲୋ ଓଭର ରେଟ ଯୋଗୁଁ ଋତୁରାଜଙ୍କ ଉପରେ ଏହି ଜରିମାନା ଲାଗିଛି । ଅନ୍ୟପଟେ ଦିଲ୍ଲୀ…

ସେୟାର ମାର୍କେଟ ଖସିଲା, ସୁନା-ରୁପା ଦର କମିଲା

ମଧ୍ୟରେ ପ୍ରାଚ୍ୟ ଯୁଦ୍ଧକୁ ନେଇ ଅନିଶ୍ଚିତତା ଭିତରେ ଖସିଲା ସେୟାର ବଜାର। ୧୬୦୦ ପଏଣ୍ଟ ତଳକୁ ଖସିଲା ସେନସେକ୍ସ । ନିଫ୍ଟି ୪୦୦ ପଏଣ୍ଟ ହ୍ରାସ । ୧୦୦ ଟପିଲା କ୍ରୁଡ ଅଏଲ ଦର। ବିଶ୍ବ ଇନ୍ଧନ ପରିବହନର ପ୍ରମୁଖ ମାର୍ଗ ହର୍ମୁଜକୁ ବ୍ଲକ କରିବାକୁ ଭଭୟ ଇରାନ ଓ ଆମେରିକା ଧମକ ଦେବା ପରେ ସେୟାର…

ଆଜି ଜାଲିଆନାୱାଲା ବାଗ ହତ୍ୟାକାଣ୍ଡ ଦିବସ, ଜାଣନ୍ତୁ ଏହାର ଇତିହାସ

ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ୧୩ ଅପ୍ରେଲ ୧୯୧୯ରେ ପଞ୍ଜାବର ଅମୃତସରରେ ଘଟିଥିବା ଏକ ବ୍ରିଟିଶ ନୃଶଂସ କାଣ୍ଡ। ବୈଶାଖୀ ଦିନ ଜେନେରାଲ ଡାୟାରଙ୍କ ନିର୍ଦ୍ଦେଶରେ ଏକ ଆବଦ୍ଧ ପଡ଼ିଆରେ ନିରସ୍ତ୍ର ଭାରତୀୟଙ୍କ ଉପରେ ନିର୍ବିଚାର ଗୁଳିଚାଳନା କରାଯାଇଥିଲା, ଯେଉଁଥିରେ ଶତାଧିକ ନିରୀହ ଲୋକ ପ୍ରାଣ…

ଆଜି ଅପରାହ୍ନ ୪ଟାରେ ଆଶା ଭୋସଲେଙ୍କ ଅନ୍ତିମ ସଂସ୍କାର

ସଙ୍ଗୀତ ଜଗତର ଆଶା ଭୋସଲେ ୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେିଇଛନ୍ତି। ଶନିବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ପୁଅ ଆନନ୍ଦ କହିଛନ୍ତି ଯେ ତାଙ୍କର ଅନ୍ତିମ ସଂସ୍କାର ୧୩ ଏପ୍ରିଲ ଅପରାହ୍ନ ୪ଟାରେ ହେବ ଏବଂ ଲୋକମାନେ ସକାଳ ୧୧ଟାରୁ ତାଙ୍କ ମାତା…

ଆଜି ଠାରୁ ହର୍ମୁଜ୍ ପ୍ରଣାଳୀରେ ଅବରୋଧ କରିବା ଆରମ୍ଭ କରିବ ଆମେରିକା

ଆମେରିକାର କେନ୍ଦ୍ରୀୟ କମାଣ୍ଡ ଏକ ବିବୃତ୍ତିରେ କହିଛି ଯେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଘୋଷଣା ଅନୁଯାୟୀ ଏହା ୧୩ ଏପ୍ରିଲ୍ ସ୍ଥାନୀୟ ସମୟ ସକାଳ ୧୦ଟାରୁ ଇରାନ ବନ୍ଦରକୁ ସମସ୍ତ ସାମୁଦ୍ରିକ ପରିବହନକୁ ଅବରୋଧ କରିବା ଆରମ୍ଭ କରିବ। ଇରାନ ସହ ଚାଲିଥିବା ଶାନ୍ତି ଆଲୋଚନା ବିଫଳ ହେବା ପରେ…

ଆଜିଠାରୁ ଭିତର ରତ୍ନଭଣ୍ଡାର ଗଣତି ମଣତି

ଆଜିଠୁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ ।କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭିତର ରତ୍ନ ଅଳଙ୍କାରର ହେବ ଗଣତି ମଣତି । ଏହି କାର୍ଯ୍ୟ କିଭଳି ସୁରୁଖୁରୁରେ ସଂପନ୍ନ ହେବ, ସେଥିପାଇଁ ଗତକାଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ…

୭୮ ବର୍ଷରେ ରାଜଧାନୀ ଭୁବନେଶ୍ବର

ଭୁବନେଶ୍ୱର (ରାଜ୍ୟକାହାଣୀ )୭୮ ବର୍ଷରେ ପାଦ ଦେଲା ଭୁବନେଶ୍ବର । ପ୍ରତିଷ୍ଠା ଦିବସ ପାଇଁ ସଜେଇ ହୋଇଛି ରାଜଧାନୀ । ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ଲୋକସେବା ଭବନ ଠାରୁ ଆରମ୍ଭ କରି ବିଧାନସଭା ସୌଧ । ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଚଳିତବର୍ଷ ୧୩ ଓ ୧୪ ତାରିଖ…