ଇସ୍ତଫା ଦେଲେ ଜଷ୍ଟିସ ଯଶୱନ୍ତ ବର୍ମା, ଘରୁ ମିଳିଥିଲା ବିପୁଳ ଟଙ୍କା
ଆଲ୍ଲାହାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ଇସ୍ତଫା ଦେଇଛନ୍ତି । ନିଜର ଇସ୍ତଫାପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଛନ୍ତି । । ବାସଭବନରୁ ବିପୁଳ ଟଙ୍କା ମିଳିବା ପରେ ସେ ବିବାଦରେ ପଡ଼ିଥିଲେ। ପରେ ତାଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆହ୍ଲାବାଦ ସ୍ଥାନାନ୍ତର କରାଯାଇଥିଲା। ଗତ ୫!-->…