ଏପ୍ରିଲ ୨୭ ସୁଦ୍ଧା ଶିଶୁବାଟିକାରୁ ମାଟ୍ରିକ ଯାଏଁ ମିଳିବ ୟୁନିଫର୍ମ
ଭୁବନେଶ୍ୱର (ରାଜ୍ୟକାହାଣୀ )ଖରା ଛୁଟି ପୂର୍ବରୁ ସବୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ମିଳିବ | ଆସନ୍ତା ଏପ୍ରିଲ ୨୭ ତାରିଖ ସୁଦ୍ଧା ରାଜ୍ୟର ଶିଶୁବାଟିକାରୁ ନେଇ ମାଟ୍ରିକ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ । ପୋଷାକର ଗୁଣାବତ୍ତା ଯାଞ୍ଚ ହେବ । ଏନେଇ ସ୍ୱତନ୍ତ୍ର ଗାଇଡଲାଇନ୍!-->…