ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି
ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଜେଡ଼ି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ନେତାଙ୍କ ମେଳି। ଯାଜପୁର ସଂଗଠନକୁ ନେଇ ବଡ ବୈଠକ ଅନୁଷ୍ଠିତ ହେଉଛି। ବୈଠକରେ ପ୍ରମିଳା ମଲ୍ଲିକ, ବିଶ୍ୱ ମଲ୍ଲିକ, ସୁଜାତା ସାହୁ , ପ୍ରୀତି ରଞ୍ଜନ ଘଡ଼ାଇ, ପ୍ରଣବ ବଳବନ୍ତରାୟଙ୍କ ସମେତ ବହୁ ନେତା!-->…