୨୩ ଜିଲ୍ଲା ପାଇଁ ଘୋଷଣା ହେଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ
ଭୁବନେଶ୍ୱର (ରାଜ୍ୟକାହାଣୀ )ଘୋଷଣା ହେଲା ସ୍ପେଶାଲ ଡେଭଲପମେଣ୍ଟ କାଉନସିଲ । ୨୩ ଜିଲ୍ଲା ପାଇଁ ଘୋଷଣା ହେଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ । ଅନୁଗୁଳ ପାଇଁ ବଶିଷ୍ଠ ନାୟକ (ଅଧ୍ୟକ୍ଷ), ସୁରୁମୁଣି ଛତର (ଉପାଧ୍ୟକ୍ଷ); ବଲାଙ୍ଗିର ପାଇଁ ବଲ୍ଲଭ ଧରୁଆ (ଅଧ୍ୟକ୍ଷ), ଜୟନ୍ତୀ ଭୋଇ (ଉପାଧ୍ୟକ୍ଷ);!-->…