ଓଡ଼ିଆ ଭାଷାରେ ନାମ ଫଳକ ନ ରହିଲେ ହେବ ଆକ୍ସନ

ଭୁବନେଶ୍ୱର (ରାଜ୍ୟକାହାଣୀ )ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ଏଣିକି ବାଧ୍ୟତାମୂଳକ। ଯଦି ନ ଲେଖିବେ ତେବେ ଆଇନର ଧାରା ୩୫ ଅନୁଯାୟୀ ଦଣ୍ଡିତ ହେବେ। ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ଏହାକୁ…

ଏଣିକି ଓଡ଼ିଆରେ ନାମଫଳକ ମାରିବା ବାଧ୍ୟତାମୂଳକ

ଭୁବନେଶ୍ୱର (ରାଜ୍ୟକାହାଣୀ )ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ଏଣିକି ବାଧ୍ୟତାମୂଳକ। ଯଦି ନ ଲେଖିବେ ତେବେ ଆଇନର ଧାରା ୩୫ ଅନୁଯାୟୀ ଦଣ୍ଡିତ ହେବେ। ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ଏହାକୁ…

୧୯୯୪ ମସିହାରୁ ଥିଲେ ନିଖୋଜ, ୩୨ ବର୍ଷ ପରେ ମିଳିଲା ପତ୍ତା

ଆମେରିକାର ଆରିଜୋନାରୁ ଏକ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ଯାହା ସମଗ୍ର ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦେଇଛି।ଆମେରିକା ଆରିଜୋନା ଅନ୍ତର୍ଗତ ଷ୍ଟାର୍ ଭ୍ୟାଲିରୁ ୧୯୯୪ ମସିହାରେ ମାତ୍ର ୧୩ ବର୍ଷ ବୟସରେ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା କ୍ରିଷ୍ଟିନା ମାରି ପ୍ଲାଣ୍ଟେ ଦୀର୍ଘ ୩୨ ବର୍ଷ ପରେ…

ବହି ନାଁରେ ଚଳିବନି ବ୍ୟବସାୟ,ଘରୋଇ ସ୍କୁଲ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ

ଭୁବନେଶ୍ୱର (ରାଜ୍ୟକାହାଣୀ )ଘରୋଇ ସ୍କୁଲ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ । ଏପରି ଚେତାବନୀ ଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସବୁ ଘରୋଇ ସ୍କୁଲ ସରକାରୀ ନିୟମ ମାନିବା ଜରୁରୀ । ଏନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହେବ । ଯଦି କୌଣସି ସ୍କୁଲ ବିରୋଧରେ ଅଭିଯୋଗ ଆସିବ…

ପର୍ଯ୍ୟଟକଙ୍କ ପ୍ରଥମ ପସନ୍ଦ ଓଡ଼ିଶା ହେବା ଦରକାର- ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର (ରାଜ୍ୟକାହାଣୀ )ସବୁ ବିଭାଗ ପର୍ଯ୍ୟଟନକୁ ଫୋକସ କରିବାକୁ ସଚିବ ସ୍ତରୀୟ ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ନିର୍ଦ୍ଦେଶ । ପର୍ଯ୍ୟଟନ କ୍ଷେତ୍ରରେ କେଉଁ ବିଭାଗ କଣ ଯୋଗ ଦାନ କରିପାରିବ ସେନେଇ ସଚିବ ସ୍ତରୀୟ ବୈଠକର ଆଲୋଚନା କରିଛନ୍ତି ଅନୁ ଗର୍ଗ।ଯେପରି ପର୍ଯ୍ୟଟକଙ୍କ ପ୍ରଥମ…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜିଲ୍ଲା ଗସ୍ତରେ ଯିବେ ବିଜେଡି ସଭାପତି ନବୀନ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଭିନ୍ନ ଜିଲ୍ଲା ବୁଲିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜିଲ୍ଲା ଗସ୍ତରେ ଯିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ଅକ୍ଟୋବର, ନଭେମ୍ବରରୁ ନବୀନ ପଟ୍ଟନାୟକ ଜିଲ୍ଲାରୁ ଜିଲ୍ଲା ବୁଲି ପୁଣି ସଂଗଠନକୁ ତୃଣମୂଳ ସ୍ତରରୁ ସଂଗଠିତ…

ଶିଶୁ ବାଟିକାରେ ମିଶିବ ଅଙ୍ଗନବାଡି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଶିଶୁବାଟିକାରେ ପର୍ଯ୍ୟାୟ କ୍ରମେ ମିଶିବ ସମସ୍ତ ଅଙ୍ଗନବାଡ଼ି। ଖଡ଼ିଛୁଆଁ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦେଲେ ବଡ଼ ସୂଚନା। ଏଣିକି ଶିଶୁବାଟିକାରୁ ପ୍ରାଥମିକ ଶିକ୍ଷା ଗୋଟିଏ ଛାତ ତଳେ ରହିବ।ପ୍ରାଥମିକ ଶିକ୍ଷାକୁ ଦୃଢ କରିବାକୁ ପ୍ରତି ଗାଁରେ ହେବ…

ପୁଅ ଲୋଭରେ ପତ୍ନୀ ଏବଂ ଦୁଇ ଝିଅକୁ ହତ୍ୟା କଲା ବାପା

ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ଏକ ସୁଇମିଂ ପୁଲରେ ବୁଡ଼ାଇ ଦେଇଥିବା ଅଭିଯୋଗ ହୋଇଛି । ଖବର ମୁତାବକ, ଅଜରୁଦ୍ଦିନ ପ୍ରେମ ବିବାହ କରିଥିଲେ । ସେ ପୁଅ ଚାହୁଁଥିଲେ,…

ଆଜି ସ୍ଥିର ରହିଛି ସୁନା ଓ ରୁପା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୦,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୮,୩୫୦ ଟଙ୍କା ଛୁଇଁଛି ।ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୦,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୮,୩୫୦…

ପୁରୀରେ ହେବ ଅନ୍ତର୍ଜାତୀୟ ବିମାନବନ୍ଦର ; ମିଳିଲା ଜଙ୍ଗଲ ଜମି ମଞ୍ଜୁରୀ

ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ସବୁଜ ସଙ୍କେତ ମିଳିଛି । ଏହି ବହୁ ପ୍ରତିକ୍ଷିତ ପ୍ରକଳ୍ପ ପାଇଁ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଜଙ୍ଗଲ ଜମି ବ୍ୟବହାର ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି ।ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ରାଜ୍ୟ…