ଯୁଦ୍ଧ ୪୦ ଦିନ ଲମ୍ବିଲେ ସୃଷ୍ଟି ହେବ ବଡ଼ ଖାଦ୍ୟ ସଂକଟ: ଏଫ୍‌ଏଓର ଚେତାବନୀ

ଦିନକୁ ଦିନ ଭୟଙ୍କର ରୂପ ନେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ। ମଧ୍ୟପ୍ରାଚ୍ୟ ଏବେ ଏକ ଭୟଙ୍କର ଅର୍ଥନୈତିକ ଯୁଦ୍ଧର ସମ୍ମୁଖୀନ ହୋଇଛି । ଇରାନ ପ୍ରତିରକ୍ଷା ବାହିନୀ କୁଏତ ଓ ୟୁଏଇର ଶକ୍ତି କେନ୍ଦ୍ର, ଜଳ ବିଶୋଧନ କେନ୍ଦ୍ରଗୁଡ଼ିକୁ ଯୋଜନାବଦ୍ଧ ଭାବେ ଟାର୍ଗେଟ କରି ଭୀଷଣ କ୍ଷୟକ୍ଷତି ଘଟାଇଛି ।…

ଏଫ୍-୧୫-ଇ ଏବଂ ଏ-୧୦ ଯୁଦ୍ଧ ବିମାନ ଖସିବା ପରେ ଟ୍ରମ୍ପଙ୍କ ପ୍ରଥମ ପ୍ରତିକ୍ରିୟା

ଆମେରିକୀୟ ଯୁଦ୍ଧ ବିମାନ ଏଫ୍-୧୫-ଇ ଏବଂ ଏ-୧୦ କୁ ଇରାନରେ ଖସାଇ ଦିଆଯିବା ଘଟଣା ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡଟ୍ରମ୍ପ ତାଙ୍କର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଯୁଦ୍ଧ ବିମାନ ଖସିବା ଯୋଗୁଁ ଇରାନ ସହିତ ଚାଲିଥିବା ଆଲୋଚନା ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ। ଏହା…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ସ୍କୁଲ ପ୍ରବେଶ ଅବସରରେ କୁନି କୁନି ପିଲାଙ୍କୁ ଶନିବାର ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଥିପାଇଁ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଖଡି ଛୁଆଁଇଛନ୍ତି। ଏହି ଅବସରରେ କୁନି କୁନି ପିଲାଙ୍କ…

କୂଅରେ ଖସିପଡ଼ିଲା କାର, ୯ ମୃତ

ପାଣି ଭର୍ତ୍ତି କୂଅରେ ଖସିପଡ଼ିଲା କାର। ନିଶ୍ଚିହ୍ନ ହୋଇଗଲା ପୂରା ପରିବାର। ମହାରାଷ୍ଟ୍ରର ନାସିକର ଡିଣ୍ଡୋରିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି।ସୂଚନା ଅନୁଯାୟୀ, ସମସ୍ତ ମୃତକ ଦାରାଗୋଡ଼େ ପରିବାରର ସଦସ୍ୟ। ଡ୍ରାଇଭର ଗାଡ଼ିଉପରୁ ନିୟନ୍ତ୍ରଣ…

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଶନିବାର ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୬ଟାରେ ବସିବ ରାଜ୍ୟ କ୍ୟାବିନେଟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଶନିବାର ବସିବାକୁ ଥିବା କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ…

ଜନଗଣନା ୨୦୨୭ । ସରକାରୀ ବାସଭବନରେ ନିଜର ସ୍ଵ-ଗଣନା କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଏପ୍ରିଲ ପହିଲାରୁ ରାଜ୍ୟରେଡିଜିଟାଲ୍ ଜନଗଣନା ଆରମ୍ଭ ହୋଇଛି। ଏହା ଏକ ପରୀକ୍ଷାମୂଳକ ଡିଜିଟାଲ୍ ପଦକ୍ଷେପ, ଯେଉଁଥିରେ ନାଗରିକମାନେ ନିଜେ ଅନଲାଇନରେ ତଥ୍ୟ ପ୍ରଦାନ କରିପାରିବେ ।ଏହି ପରିପ୍ରେକ୍ଷୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସରକାରୀ…

ଚୋରକୁ ଧରିବାକୁ ଯାଇ ଛାତରୁ ପଡ଼ି ଚାଳିଗଲା ଜୀବନ

ଭୁବନେଶ୍ୱର (ରାଜ୍ୟକାହାଣୀ )ଭୁବନେଶ୍ବରରେ ଦେଖାଦେଇଛି ଚାଞ୍ଚଲ୍ୟ । ଛାତରୁ ଖସିପଡି ଯୁବକଙ୍କର ହୋଇଛି ମୃତ୍ୟୁ । ନିର୍ମାଣଧୀନ କୋଠାର ଛାତରୁ ପଡି ଯୁବକଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ସହିଦନଗର ଅଞ୍ଚଳରେ ଘରେ ଚୋର ପଶିଥିଲା । ଚୋରକୁ ଧରିବା ପାଇଁ ପରିବାର ଲୋକେ ପ୍ରୟାସ କରିଥିଲେ । ହେଲେ…

ପାଟିରେ ପଶିଗଲା ଜିଅନ୍ତା ମାଛ , ଚାଲିଗଲା ଯୁବକ ଜୀବନ

ବାଙ୍ଗିରିପୋଷିରେ ଘଟିଛି ଅଭାବନୀୟ ଘଟଣା । ଯାହାକୁ ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ ।ମୃତକ ଜଣଙ୍କ ହେଲେ ଉକ୍ତ ଗ୍ରାମର ପ୍ରଫୁଲ୍ଲ କୁମାର ବିଜୁଳି ଙ୍କ ପୁଅ ଅବିନାଶ ବିଜୁଳି । ଆଜି ମଧ୍ୟାହ୍ନ ୨ଟାରେ ଅବିନାଶ ବିଜୁଳି ଗାଁ ପୋଖରୀରୁ ମାଛ ଧରିବା ସମୟରେ ତାଙ୍କ ପାଟିରେ ମାଛ ପଶିଯାଇଥିଲା ।…

ସବୁ ସହରକୁ PNG ସଂଯୋଗ ନେଇ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି : କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର (ରାଜ୍ୟକାହାଣୀ )PNG ସଂଯୋଗ ନେଇ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ବଡ଼ ସୂଚନା । କହିଲେ ଓଡ଼ିଶାରେ ସବୁ ସହରକୁ ପାଇପ ଗ୍ୟାସ ଲାଇନ୍ ସଂଯୋଗ ନେଇ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି । ସବୁ ମହାନଗର ନିଗମ ସହିତ ଅନୁଗୁଳ, ଢେଙ୍କାନାଳ ଭଳି ବଡ ବଡ ସହରରେ ପ୍ରାୟ କାମ ସରିଲାଣି। ଯେଉଁ ସହର…

Gmail ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏବେ ବଦଲାଇପାରିବେ ନିଜ ID ନାମ

Gmail ର ୟୁଜର୍ସମାନେ ପୁରୁଣା Gmail ଆଡ୍ରେସ୍ ପରିବର୍ତ୍ତନ କରିପାରିବେ । ଏହାର ଅର୍ଥ ହେଉଛି ଯଦି ଆପଣ ୨୦୦୪ ରେ ଲଞ୍ଚ ହେବା ପରଠାରୁ ଆପଣଙ୍କର ପୁରୁଣା Gmail ଆଡ୍ରେସ୍ ବ୍ୟବହାର କରୁଛନ୍ତି, ତେବେ ଆପଣ ଏବେ ଏହାକୁ ପରିବର୍ତ୍ତନ କରିପାରିବେ ଏବଂ ନିଜର ଇମେଲ୍ ଆଡ୍ରେସ୍ କ୍ରିଏଟ୍ କରିପାରିବେ…