ସହରାଞ୍ଚଳ ଅଭିବୃଦ୍ଧି :ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ବିକାଶ ଖର୍ଚ୍ଚରେ ପାଞ୍ଚ ବର୍ଷର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଓଡ଼ିଶାର ସହରାଞ୍ଚଳ ରୂପାନ୍ତରକୁ ତ୍ୱରାନ୍ୱିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ଗତ ପାଞ୍ଚ ବର୍ଷ ମଧ୍ୟରେ ଏହାର ସର୍ବୋଚ୍ଚ ବିକାଶ ଖର୍ଚ୍ଚ ରେକର୍ଡ କରିଛି, ଯାହା ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ₹୮୫୭୫.୬୧…

ଫଟୋର ଦାମ୍ ୧୬୭ କୋଟି, ରେକର୍ଡ ଭାଙ୍ଗିଲା ‘ଯଶୋଦା ଏବଂ କୃଷ୍ଣ’ ପେଣ୍ଟିଂ

ଫଟୋର ଦାମ୍ ୧୬୭ କୋଟି । ରେକର୍ଡ ଭାଙ୍ଗିଲା ପ୍ରସିଦ୍ଧ ଭାରତୀୟ ଚିତ୍ରଶିଳ୍ପୀ ରାଜା ରବି ବର୍ମାଙ୍କ ‘ଯଶୋଦା ଏବଂ କୃଷ୍ଣ’ ପେଣ୍ଟିଂ ।ଏହାକୁ ଶିଳ୍ପପତି ସାଇରସ୍ ପୁନୱାଲା କିଣିଥିଲେ। ଏହି ଚିତ୍ରକଳାଟି ପ୍ରାୟ ୧୩୦ ବର୍ଷ ପୁରୁଣା। ଏହା ୧୮୯୦ ଦଶକରେ ଚିତ୍ରିତ ହୋଇଥିଲା। ଏହା…

ଭୀଷଣ ବର୍ଷା ସହ ଗୁଳୁଗୁଳି ଏବଂ ଅସହ୍ୟ ଗରମ ପାଇଁ ୟେଲୋ ଆଲର୍ଟ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଗକୁ କଲବଲ କରିବ ଗରମ ଗୁଳୁଗୁଳି । ବର୍ଷାର ପ୍ରକୋପ ମଧ୍ୟ ରହିବ ।ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ଗୁଳୁଗୁଳି ଏବଂ ଅସହ୍ୟ ଗରମ ଅନୁଭୂତ ହେଉଥିବା ବେଳେ ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲା ପାଇଁ…

ପେଟ୍ରୋକେମିକାଲ୍ କ୍ଷେତ୍ରକୁ କେନ୍ଦ୍ରର ବଡ଼ ଆଶ୍ୱସ୍ତି, ଆମଦାନୀ ଶୁଳ୍କ ସମ୍ପୂର୍ଣ୍ଣ ଛାଡ଼

ପଶ୍ଚିମ ଏସିଆରେ ଜାରି ରହିଥିବା ସଂଘର୍ଷ ଯୋଗୁଁ ବିଶ୍ୱ ଯୋଗାଣ ଶୃଙ୍ଖଳା ବାଧାପ୍ରାପ୍ତ ହୋଇଥିବା ବେଳେ ଘରୋଇ ଶିଳ୍ପକୁ ସୁରକ୍ଷା ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ।ସାର, ଫାର୍ମାସ୍ୟୁଟିକାଲ ଓ ପ୍ଲାଷ୍ଟି ଶିଳ୍ପକୁ ପ୍ରୋତ୍ସାହନ । ୪୦ଟି ଗୁରୁତ୍ବପୂର୍ଣ୍ଣ…

ରାଜ୍ୟସଭାର ଉପନେତା ପଦରୁ ହଟିଲେ ଆପ୍ ସାଂସଦ ରାଘବ ଚଢ଼ା

ସାଂସଦ ରାଘବ ଚଢ଼ାଙ୍କୁ ରାଜ୍ୟସଭାରେ ଏହାର ଉପନେତା ପଦରୁ ହଟେଇ ଦେଇଛି। ରାଘବ ୨୦୨୩ ମସିହାରୁ ଏହି ପଦବିରେ ଥିଲେ। ତାଙ୍କ ସ୍ଥାନରେ ପଞ୍ଜାବ ସାଂସଦ ଅଶୋକ ମିତ୍ତଲଙ୍କୁ ଆପ୍‌ ଦଳ ଉପନେତା କରିଛି। ରାଜ୍ୟସଭା ସଚିବାଳୟକୁ ଆଧିକାରିକ ଭାବେ ଦଳ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ରାଘବ ଆପ୍…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ସହରାଞ୍ଚଳରେ ପିଏନଜି ସଂଯୋଗ ବାଧ୍ୟତାମୂଳକ

ରାଜ୍ୟ କାହାଣୀ (ଭୁବନେଶ୍ଵର) ଏବେ ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ । ତୈଳ କମ୍ପାନୀ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା । ସହରାଞ୍ଚଳରେ ୩ ମାସ ମଧ୍ୟରେ PNG ସଂଯୋଗ ପାଇଁ କୁହାଯାଇଛି ।କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ସହରାଞ୍ଚଳରେ ପିଏନଜି ସଂଯୋଗକୁ…

ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ୭ ଦିନ ଭିତରେ ଉଠିବ ବଳକା ଧାନ: ସମବାୟ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ ଅବଧି ବୃଦ୍ଧି କରିଛନ୍ତି ସରକାର। ଯେଉଁ ଚାଷୀ ଧାନ ବିକି ପାରିନାହାନ୍ତି…

୧୫ ବର୍ଷ ପରେ ଆରମ୍ଭ ହେଲା ଜନଗଣନା,ପ୍ରଥମ ଦିନରେ ୧୭ ହଜାର ଲୋକ ହେଲେ ଗଣା

ଦେଶବ୍ୟାପୀ ବହୁ ପ୍ରତୀକ୍ଷିତ ଜନଗଣନା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ଏହାକୁ ନେଇ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । ପ୍ରଥମ ଦିନରେ ହିଁ ରାଜ୍ୟର ପ୍ରାୟ ୧୭ ହଜାର ଲୋକଙ୍କ ଗଣନା ହୋଇଛି । ଆତ୍ମ ଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ…

ବଜ୍ରପାତ ହେବା ପୂର୍ବରୁ ଆସିବ ଆଗୁଆ ସତର୍କ ସୂଚନା, ଜାଣନ୍ତୁ କେମିତି ?

ଦେଶରେ ବଜ୍ରପାତ କାରଣରୁ ପ୍ରତିବର୍ଷ ଶହ ଶହ ଲୋକ ପ୍ରାଣହାନୀ ହୋଇଥାଏ। ତେବେ ଭାରତ ପାଣିପାଗ ବିଭାଗ ଏବଂ "ଭାରତୀୟ ଉଷ୍ଣକଟିବନ୍ଧୀୟ ପାଣିପାଗ ଅନୁଷ୍ଠାନ" ପକ୍ଷରୁ "ଦାମିନୀ" ନାମକ ଏକ ସ୍ୱତନ୍ତ୍ର ମୋବାଇଲ୍ ଆପ୍ ଲଞ୍ଚ କରାଯାଇଚି। ଏହି ଆପ୍ ସମଗ୍ର ଦେଶରେ ବଜ୍ରପାତ ସମ୍ବନ୍ଧୀୟ ଘଟଣା ଉପରେ ନଜର…

ରିଲ୍ସ ପାଇଁ ନଦୀକୁ ଡେଇଁଲେ ଦୁଇ ଯୁବକ

ଭୁବନେଶ୍ୱର (ରାଜ୍ୟକାହାଣୀ )ରିଲ୍ସ ହେଲା କାଳ । ବ୍ରିଜ ଉପରୁ ନଦୀକୁ ଡେଇଁ ରିଲସ କରୁଥିବାବେଳେ ଅଘଟଣ । ରିଲ୍ସବେଳେ ନଦୀରେ ଭାସିଗଲେ ଦୁଇ ଯୁବକ। ଭଦ୍ରକ ପୁରୁଣା ବଜାର ଥାନା ନିକଟ ସାଳନ୍ଦୀ ନଦୀ ସନ୍ତିଆ ବ୍ରିଜ ଉପରେ ଅଘଟଣ । ନିଖୋଜ ଯୁବକଙ୍କୁ ଉଦ୍ଧାର ପାଇଁ ଖୋଜାଖୋଜି କରୁଛି ଅଗ୍ନିଶମ…