ଗ୍ରୀଷ୍ମ ଋତୁରେ ଯାତ୍ରୀଙ୍କ ବର୍ଦ୍ଧିତ ଚାହିଦା ପୂରଣ ନିମନ୍ତେ ଚାଲିବ ସ୍ପେଶାଲ ଟ୍ରେନ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗ୍ରୀଷ୍ମ ଋତୁରେ ଯାତ୍ରୀଙ୍କ ବର୍ଦ୍ଧିତ ଚାହିଦା ପୂରଣ ନିମନ୍ତେ ଏବଂ ଯାତ୍ରା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ପୂର୍ବତଟ ରେଳପଥ ପକ୍ଷରୁ ୬ଟି ସ୍ୱତନ୍ତ୍ର ଟ୍ରେନ୍ ସେବା ସମ୍ପ୍ରସାରଣ କରିବାକୁ ନିଷ୍ପତ୍ତି । ସେଗୁଡିକ ହେଲା ଭୁବନେଶ୍ୱର–ଯଶବନ୍ତପୁର ସ୍ପେଶାଲ୍!-->…