ଭାରତରେ ଆଜିଠୁ ଆରମ୍ଭ ହେଲା E20 ପେଟ୍ରୋଲ ବିକ୍ରି
ସ୍ୱଚ୍ଛ ପରିବହନ ଦିଗରେ ଭାରତ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି, ୧ ଏପ୍ରିଲ ୨୦୨୬ରୁ ସାରା ଦେଶରେ ଇ୨୦ ପେଟ୍ରୋଲ ବିକ୍ରି ଆରମ୍ଭ ହୋଇଛି।ଆଜିଠୁ ଆପଣ ଗାଡ଼ିରେ ଯେଉଁ ତେଲ ପକାଇବେ ସେଥିରେ ୮୦ ପ୍ରତିଶତ ପେଟ୍ରୋଲ ଓ ୨୦ ପ୍ରତିଶତ ଇଥାନଲ ରହିବ। ଭୟଙ୍କର ତୈଳ ସଙ୍କଟ ସମୟରେ E20 ପେଟ୍ରୋଲ ବିକ୍ରିକୁ!-->…