ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଉପରେ ଦେଇଥିବା ବିବାଦୀୟ ବୟାନ ପାଇଁ ନିଶିକାନ୍ତ କ୍ଷମା ପ୍ରାର୍ଥନା

ଭୁବନେଶ୍ୱର (ରାଜ୍ୟକାହାଣୀ )ନିଶିକାନ୍ତ ଦୁବେଙ୍କ ୟୁ ଟର୍ଣ୍ଣ । କ୍ଷମା ମାଗିଲେ ବିଜେପି ସାଂସଦ ନିଶିକାନ୍ତ ଦୁବେ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଉପରେ ଦେଇଥିବା ବିବାଦୀୟ ବୟାନ ପାଇଁ ନିଶିକାନ୍ତ କ୍ଷମା ପ୍ରାର୍ଥନା କରିଛନ୍ତି ।ବଂ କହିଛନ୍ତି ବିଜୁ…

ଉଛୁଳିଲା ସେୟାର ବଜାର : ସେନସେକ୍ସ ୧,୮୦୦ ପଏଣ୍ଟ ବୃଦ୍ଧି

ଇରାନ ଉପରେ ଆମେରିକା- ଇସ୍ରାଏଲର ଆକ୍ରମଣ ପରଠାରୁ ସମଗ୍ର ଦୁନିଆରେ ସୃଷ୍ଟି ହୋଇଛି ଶକ୍ତି ସଙ୍କଟ। ତେଲ ଠାରୁ ଆରମ୍ଭ କରି ଗ୍ୟାସ ଯୋଗାଣ, ସବୁଥିରେ ଉପୁଜିଛି ବାଧା। ଫଳରେ ଏବେ ଚିନ୍ତାରେ ଅନେକ ଦେଶ। ଖାଲି ସେତିକି ନୁହେଁ ବିଶ୍ବର ଅନେକ ଦେଶର ଷ୍ଟକ ମାର୍କେଟର ସ୍ଥିତି ବି ବେହାଲ। ତେବେ…

ବଢ଼ିଲା ବ୍ୟବସାୟିକ ଗ୍ୟାସ୍ ସିଲିଣ୍ଡର ଦର

ବଢ଼ିଲା ବ୍ୟବସାୟିକ ଗ୍ୟାସ୍ ସିଲିଣ୍ଡର ଦର । ସରକାରୀ PSU IOC, HPCL, ଏବଂ BPCL ୧୯ କିଲୋଗ୍ରାମ ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟରେ ଯଥେଷ୍ଟ ବୃଦ୍ଧି କରିଛନ୍ତି । ବିଶ୍ୱ ସ୍ତରରେ ଅଶୋଧିତ ତୈଳ ଦର ବୃଦ୍ଧି ଯୋଗୁଁ ତୈଳ କମ୍ପାନିଗୁଡ଼ିକ ବୁଧବାର ବାଣିଜ୍ୟିକ ଏଲପିଜି (୧୯ କିଲୋଗ୍ରାମ)…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା

ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର । OPHWC ଅଧିକାରୀଙ୍କ ୨୯ ପ୍ଲଟ୍ ରହିଛି । ଜଟଣୀ ବ୍ରହ୍ମପୁର ଓ ଅନ୍ୟ ସ୍ଥାନରେ ରହିଛି ୨୯ଟି ପ୍ଲଟ । ଭୁବନେଶ୍ବର କଳଙ୍ଗ ବିହାରରେ ରହିଛି ଦୁଇଟି ଘର । ଭିଜିଲାନ୍ସ ସମୁଦାୟ ତାଙ୍କଠାରୁ ୪୫ ଲକ୍ଷ ୪୧ ହଜାର ଟଙ୍କା ଜବତ କରିଛି। ଭିଜିଲାନ୍ସ…

ଏପ୍ରିଲ ୨ ତାରିଖରୁ କଡ଼ାକଡ଼ି ହେବ PUCC ଯାଞ୍ଚ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ଏପ୍ରିଲ ୨ତାରିଖରୁ ରାଜ୍ୟରେ ପୁଣି ପ୍ରଦୂଷଣ ନିୟନ୍ତ୍ରଣ ସାର୍ଟିଫିକେଟ୍ (ପିୟୁସିସି) ଯାଞ୍ଚ୍ କଡ଼ାକଡ଼ି କରାଯିବ । ଯେଉଁମାନେ ଗାଡ଼ିର ପିୟୁସିସି କରିନଥିବେ ସେମାନଙ୍କ ଉପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ପରିବହନ…

ଆଜି ଉତ୍କଳ ଦିବସ

ଆଜି ଉତ୍କଳ ଦିବସ । ୯୦ ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା । ୧୯୩୬ ମସିହା ଏପ୍ରିଲ ୧ ତାରିଖ। ଓଡ଼ିଶା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ। ଯାହାକୁ ନେଇ ପ୍ରତ୍ୟେକ ଓଡ଼ିଆ ନିଜକୁ ଗର୍ବିତ ଅନୁଭବ କରନ୍ତି।ଭାଷା ଭିତ୍ତିରେ ରାଜ୍ୟ ଗଠନ ହେବାରେ ଓଡ଼ିଶା ଦେଶରେ…

ଓଡିଶାରେ ହେବାକୁ ଥିବା ଏସଆଇଆର ସ୍ଥଗିତ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଏସାଇଆରକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା ଏସାଇଆରକୁ ସ୍ଥଗିତ କରାଯାଇଥିବା ନେଇ CEO ସୂଚନା ଦେଇଛନ୍ତି।ବିଭିନ୍ନ ରାଜ୍ୟରେ ନିର୍ବାଚନ ଥିବାରୁ SIR ସ୍ଥଗିତ ନେଇ ନିଷ୍ପତ୍ତି…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର

ରାଜ୍ୟକାହାଣୀ ( ଭୁବନେଶ୍ୱର )ବ୍ରହ୍ମପୁରରେ ପୁଣି ଲଜ୍ଜା। ପ୍ରେମିକକୁ ନିଶା ଦେଇ ନାବାଳିକା ସହ ଗଣ ଦୁଷ୍କର୍ମ ଅଭିଯୋଗ । ବ୍ରହ୍ମପୁର ଗୋସାଣି ନୂଆଗାଁ ଥାନା ଅଂଚଳରେ ଏହି ଘଟଣା ଘଟିଛି । ନାବାଳିକା ଜଣଙ୍କ ଘର ଆନ୍ଧ୍ରରେ। ନାବାଳିକାଙ୍କ ବାପାଙ୍କର ମୃତ୍ୟୁ ଘଟିଥିବା ବେଳେ ଦ୍ବିତୀୟ ବାପାଙ୍କ…

ଶ୍ମଶାନରୁ ୪୧୪ ସିଲିଣ୍ଡର ଜବତ। LPG ଗ୍ୟାସ୍ କଳାବଜାରୀର ପର୍ଦ୍ଦାଫାଶ

ଶ୍ମଶାନରୁ ୪୧୪ ସିଲିଣ୍ଡର ଜବତ। ବେଆଇନ ଭାବେ ଗଚ୍ଛିତ ରଖି କଳାବଜାରୀ କରାଯାଉଥିବା ୪୧୪ଟି ଏଲପିଜି (LPG) ସିଲିଣ୍ଡରକୁ ପୋଲିସ ଜବତ କରିବା ସହ ଏହି ଘଟଣାରେ ସୋମବାର (ମାର୍ଚ୍ଚ ୩୦) ୧୦ ଜଣଙ୍କୁ ଗିରଫ କରିଛି। ଜବତ ହୋଇଥିବା ଏହି ଗ୍ୟାସ୍ ସିଲିଣ୍ଡରଗୁଡ଼ିକର ଆନୁମାନିକ ମୂଲ୍ୟ ପ୍ରାୟ ୨୧.୮୮…

ମାଓବାଦୀ ଆତ୍ମସମର୍ପଣ ଡେଡଲାଇନ୍ ଶେଷ: ଏଣିକି ସିଧା ଏନକାଉଣ୍ଟର’

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଓଡ଼ିଶାରେ ନକ୍ସଲ ଦମନ ସଫଳ । ରାଜ୍ୟରେ ପ୍ରାୟ ଆଉ ମାଓବାଦୀଙ୍କ ଭୟ ନାହିଁ । ମାଓମୁକ୍ତ ଭାରତ ଡେଡଲାଇନର ଶେଷ ଦିନରେ ଏଭଳି କିଛି କହିଛନ୍ତି ADG ସଂଜୀବ ପଣ୍ଡା । ନକ୍ସଲ ମୁକ୍ତ ଦେଶ ଘୋଷଣା ପରଠାରୁ ଓଡ଼ିଶାରେ ମୋଟ୍ ୧୫୬ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ…