ମାଓବାଦୀ ଆତ୍ମସମର୍ପଣ ଡେଡଲାଇନ୍ ଶେଷ: ଏଣିକି ସିଧା ଏନକାଉଣ୍ଟର’
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଓଡ଼ିଶାରେ ନକ୍ସଲ ଦମନ ସଫଳ । ରାଜ୍ୟରେ ପ୍ରାୟ ଆଉ ମାଓବାଦୀଙ୍କ ଭୟ ନାହିଁ । ମାଓମୁକ୍ତ ଭାରତ ଡେଡଲାଇନର ଶେଷ ଦିନରେ ଏଭଳି କିଛି କହିଛନ୍ତି ADG ସଂଜୀବ ପଣ୍ଡା । ନକ୍ସଲ ମୁକ୍ତ ଦେଶ ଘୋଷଣା ପରଠାରୁ ଓଡ଼ିଶାରେ ମୋଟ୍ ୧୫୬ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ!-->…