ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
ରାଜ୍ୟକାହାଣୀ ( ଭୁବନେଶ୍ୱର )କୌଣସି ଆହାରକେନ୍ଦ୍ର ଗ୍ୟାସ୍ ଯୋଗୁଁ ବନ୍ଦ ହେବନାହିଁ । ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଦେଶ ତଥା ରାଜ୍ୟରେ ରନ୍ଧନ ଗ୍ୟାସ୍ ଓ ପେଟ୍ରୋଲିଅମ୍ ଆଦିର ନିଅଣ୍ଟିଆ ସ୍ଥିତି ଦେଖାଦେଇଛି । ଏହି ସ୍ଥିତିରେ ରାଜ୍ୟରେ ଥିବା ୯୦ଟି କେନ୍ଦ୍ରୀୟ ରୋଷେଇଶାଳ ସହାୟତାରେ!-->…