ସମ୍ ହସ୍ପିଟାଲ୍ ପକ୍ଷରୁ ପେଟ ଓ ଅନ୍ତନଳୀ ସମସ୍ୟାକୁ ନେଇ ସିଏମ୍ଇ ଆୟୋଜିତ

ଭୁବନେଶ୍ୱର , ରାଜ୍ୟ କାହାଣୀ: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ ପକ୍ଷରୁ ପେଟ ଓ ଅନ୍ତନଳୀର ସମସ୍ୟା ସମ୍ପର୍କିତ ଏକ ସିଏମ୍ଇ ଆୟୋଜିତ ହୋଇଯାଇଛି । ହସ୍ପିଟାଲ୍ର ଆନାଟୋମି ବିଭାଗ ଓ ଆନାଟୋମିକାଲ୍ ସୋସାଇଟି ଅଫ୍ ଇଣ୍ଡିଆ…

ନଭେମ୍ବର ସୁଦ୍ଧା ବିଶ୍ୱବିଦ୍ୟାଳୟମାନଙ୍କରେ ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ଶେଷ କରିବାକୁ ରାଜ୍ୟପାଳଙ୍କ ନିର୍ଦ୍ଦେଶ 

ଭୁବନେଶ୍ୱର, ରାଜ୍ୟ କାହାଣୀ: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ନଭେମ୍ବର ମାସର ପ୍ରଥମ ସପ୍ତାହ ସୁଦ୍ଧା ଆରମ୍ଭ କରି ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ କୁଳାଧିପତି ତଥା ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ…

କଲେଜ ଛାତ୍ରୀଙ୍କୁ ଟେକିନେଇ ଦୁଷ୍କର୍ମ ଅଭିଯୋଗ: ଅଭିଯୁକ୍ତ ଗିରଫ

କେନ୍ଦୁଝର ଜିଲ୍ଲାରେ ଜଣେ ଛାତ୍ରୀଙ୍କୁ ଦିନ ଦ୍ୱିପହରରେ ଟେକିନେଇ ଦୁଷ୍କର୍ମ ହୋଇଥିବାର ଅଭିଯୋଗ ହୋଇଛି ।କେନ୍ଦୁଝର ଜିଲ୍ଲା ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ ୩ ଛାତ୍ରୀଙ୍କୁ ରାସ୍ତାରୁ ଟେକିନେଇ ଏକ ହୋଟେଲ ଭିତରେ ଦୁଷ୍କର୍ମ କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ଏହି ମାମଲାରେ…

ନୟାପଲ୍ଲୀ ଦୁଷ୍କର୍ମ ମାମଲାରେ ବଡ଼ ଆକ୍ସନ, ଅଭିଯୁକ୍ତକୁ ଏନକାଉଣ୍ଟର

ଭୁବନେଶ୍ବର ନୟାପଲ୍ଲୀ ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଦୁଷ୍କର୍ମ ମାମଲାରେ ପୋଲିସର ବଡ଼ ଆକ୍ସନ । ଦୁଷ୍କର୍ମ ଅଭିଯୁକ୍ତକୁ ଏନକାଉଣ୍ଟର କରିଛି କମିଶନରେଟ୍ ପୋଲିସ ।ଗୁଳିବିଦ୍ଧ ହେବା ପରେ ଅଭିଯୁକ୍ତକୁ ତୁରନ୍ତ କାବୁ କରାଯାଇଛି। ପରେ ଚିକିତ୍ସା ପାଇଁ ତାକୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ…

ଆସନ୍ତା ୩ ଦିନ ଶୁଖିଲା ପାଗ, ୫ରୁ ବଦଳିବ ପାଣିପାଗ

ଭୁବନେଶ୍ଵର (ରାଜ୍ୟ କାହାଣୀ )ସକାଳୁ ସକାଳୁ ଟାଇଁ ଟାଇଁ ଖରା। ରାତିରେ ଗରମ କୁ ଗୁଳୁଗୁଳି। ୭ ତାରିଖ ପର୍ଯ୍ୟନ୍ତ ଉଚ୍ଚ ତାପମାତ୍ରା ସହିତ ଅଧିକ ଆଦ୍ରତା ରହିବ।ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ,…

କେତେବେଳେ ପୋକ ତ କେତେବେଳେ ଝିଟିପିଟି,ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଘରୋଇ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଖାଦ୍ୟରେ ପୋକ । କ୍ୟାମ୍ପସରେ ଉତ୍ତେଜନା, ବ୍ୟାପକ ଭଙ୍ଗାରୁଜା । ସ୍ଥିତି ନିୟନ୍ତ୍ରଣ ପାଇଁ ନାକେଦମ ହେଲା ଜଟଣୀ ପୋଲିସ ।ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଛାତ୍ରଛାତ୍ରୀମାନଙ୍କୁ ବୁଝାସୁଝା କରିବାକୁ ଉଦ୍ୟମ ଜାରି ରଖିଛି। ଏନେଇ ପୋଲିସର ପ୍ରତିକ୍ରିୟା…

ଦଶମ ଶ୍ରେଣୀର ଦୁଇ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଦଶମ ଶ୍ରେଣୀର ଦୁଇ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଅଭିଯୁକ୍ତ ଜଣକ ସହକାରୀ କିରାଣି ବୋଲି ସୂଚନା ମିଳିଛି । ତେବେ ନାବାଳିକାଙ୍କ ସହ ଏଭଳି ଘଟଣା ବାରମ୍ୱାର ହେଉଥିବାରୁ ଏହା ବର୍ତ୍ତମାନ ଚିନ୍ତାର କାରଣ ପାଲଟିଛି ।ବିଦ୍ୟାଳୟର ଦଶମ ଶ୍ରେଣୀର ଦୁଇ ଛାତ୍ରୀଙ୍କୁ ଦୁଷ୍କର୍ମ କରିଥିବା…

ହର୍ମୁଜରେ ପୁଣି ମିସାଇଲ୍ ଆକ୍ରମଣ, ସୁରକ୍ଷିତ ୫ ଭାରତୀୟ ନାବିକ

ପୁଣି ହର୍ମୁଜରୁ ଆସିଛି ଏକ ବଡ ଖବର। କୁୱେତ ପତାକା ବହନ କରୁଥିବା ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି। ଏଥିରେ ଥିବା ପାଞ୍ଚ ଜଣ ଭାରତୀୟ ନାଗରିକଙ୍କୁ ପରେ ସୁରକ୍ଷିତ ଭାବରେ ବାହାର କରାଯାଇଥିଲା।ସମସ୍ତ ଭାରତୀୟ ନାବିକଙ୍କ ସ୍ୱାସ୍ଥ୍ୟ ଠିକ୍‌ ଥିବା ସୂଚନା ମିଳିଛି । ରିପୋର୍ଟ…

ଶ୍ରୀକ୍ଷେତ୍ରରେ ଆଜିଠୁ ମା’ ବିମଳାଙ୍କ ଷୋଡ଼ଶଦିନାତ୍ମକ ପୂଜା

ଆଜି (୩ ଅକ୍ଟୋବର ୨୦୨୬, ଆଶ୍ୱିନ ମୂଳାଷ୍ଟମୀ) ଠାରୁ ଶ୍ରୀକ୍ଷେତ୍ର ପୁରୀ ଶ୍ରୀମନ୍ଦିର ପରିସରରେ ଥିବା ପ୍ରସିଦ୍ଧ ଶକ୍ତିପୀଠ ମା’ ବିମଳାଙ୍କ ବିଶ୍ୱପ୍ରସିଦ୍ଧ ‘ଷୋଡ଼ଶଦିନାତ୍ମକ ପୂଜା’ ବା ଶାରଦୀୟ ଷୋଳପୂଜା ଆରମ୍ଭ ହୋଇଛି। ଏହି ବିଶେଷ ଅବସରରେ ମା’ଙ୍କ ପାଖରେ ସହସ୍ର କୁମ୍ଭାଭିଷେକ ଓ ଦେବୀ…

ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ବିଜେଡିର ନୂଆ ମିଡିଆ ଟିମ୍ ! ଏହିମାନଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ଭୁବନେଶ୍ଵର (ରାଜ୍ୟ କାହାଣୀ ) ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ମିଡିଆ ସେଲ ଟିମ ଗଠନ କଲେ ବିଜେଡି ସୁପ୍ରିମୋ । ବୈଦ୍ୟୁତିକ ଗଣମାଧ୍ୟମ ପାଇଁ ମୁଖ୍ୟ ସଂଯୋଜକ ଭାବେ ଅରୁଣ ସାହୁଙ୍କ ଦାୟିତ୍ୱ । ବରିଷ୍ଠ ସଂଯୋଜକ ହେଲେ ଦେବେଶ ଆଚାର୍ଯ୍ୟ ଓ ବୈଦ୍ୟୁତିକ ଗଣମାଧ୍ୟମ ସଂଯୋଜକ ଲେନିନ ମହାନ୍ତି ।…