ଏପ୍ରିଲରେ ମଦ ଦୋକାନ ପାଇଁ ହେବ ଲଟେରୀ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ନୂଆ ଅବକାରୀ ନୀତି ଏପ୍ରିଲ୍ ୧ରୁ ଲାଗୁ ହେବାକୁ ଥିବାବେଳେ ମଦ ଦୋକାନ ପାଇଁ ଏପ୍ରିଲରେ ଲଟେରୀ ହେବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ।ଜିଲ୍ଲାପାଳଙ୍କ ଉପସ୍ଥିତିରେ ଏହା ହେବାକୁ ଯାଉଛି ।ଆବଶ୍ୟକ ପଡିଲେ ଇଲେକ୍ଟ୍ରୋନିକ ଲଟେରୀ କରାଯିବ ।!-->…