ଆଇଆର୍ସିଟିସିକୁ ୧୦ ଲକ୍ଷ ଏବଂ କ୍ୟାଟରିଂ କମ୍ପାନିକୁ ୫୦ ଲକ୍ଷ ଟଙ୍କା ଜରିମାନା
ବନ୍ଦେ ଭାରତ ଏକ୍ସପ୍ରେସରେ ଖରାପ ଖାଦ୍ୟ ପରଷିବା ପଡ଼ିଲା ମହଙ୍ଗା । IRCTC ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ । ମନ୍ତ୍ରଣାଳୟ ଆଇଆର୍ସିଟିସି ଉପରେ ୧୦ ଲକ୍ଷ ଏବଂ କ୍ୟାଟରିଂ କମ୍ପାନି ଉପରେ ୫୦ ଲକ୍ଷ ଜରିମାନା ଲଗାଇଛି। ପାଟନାରୁ ଟାଟାନଗର ଯାଉଥିବା ଜଣେ ଯାତ୍ରୀ ସୋସିଆଲ ମିଡିଆରେ ଏକ ଭିଡିଓ!-->…