ବିଧାନସଭାରେ ଉପସ୍ଥାପିତ ହେଲା ଶ୍ୱେତପତ୍ର !୨୦୨୫ରେ ଅପରାଧିକ କାର୍ଯ୍ୟକଳାପକୁ ନେଇ ଶ୍ୱେତପତ୍ର ପକାଶ
ରାଜ୍ୟକାହାଣୀ ( ଭୁବନେଶ୍ୱର )୨୦୨୫ ଅପରାଧିକ କାର୍ଯ୍ୟକଳାପକୁ ନେଇ ବିଧାନସଭାରେ ଶ୍ଵେତପତ୍ର ଉପସ୍ଥାପନ କଲା ଗୃହ ବିଭାଗ। ୨୦୨୪ ତୁଳନାରେ ୨୦୨୫ରେ ୭.୩୬% ବଢିଛି ଧର୍ତ୍ତବ୍ୟ ଅପରାଧ। ୨୦୨୪ରେ ୨ ଲକ୍ଷ ୧୪ ହଜାର ୧୧୩ ଅପରାଧ ହୋଇଥିଲା। ସେହିପରି ୨୦୨୫ରେ ଏହି ସଂଖ୍ୟା ୨ ଲକ୍ଷ ୨୯ ହଜାର ୮୮୧କୁ!-->…