ପାରାଦୀପରେ ଆରମ୍ଭ ଦୁଇ ଦିନିଆ ମିଳିତ ସମରାଭ୍ୟାସ ସାଗର କବଚ-୨
ରାଜ୍ୟକାହାଣୀ ( ଭୁବନେଶ୍ୱର )ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ଉପକୂଳର ସୁରକ୍ଷା ପାଇଁ ଉଭୟ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ତରଫରୁ ପ୍ରତ୍ୟେକ ବର୍ଷ ଦୁଇଥର ଆୟୋଜିତ ହେଉଛି ମିଳିତ ସମରାଭ୍ୟାସ ସାଗର କବଚ । ପାରାଦୀପରେ ଆଜି ସକାଳୁ ଜଳପଥ ସମେତ ସ୍ଥଳ ପଥରେ ସମରାଭ୍ୟାସ ଆରମ୍ଭ ହୋଇଯାଇଛି!-->…