୧୦ ବର୍ଷରେ ଗୁଟଖା ନେଲାଣି ୩୧୫୭ ଜଣଙ୍କ ଜୀବନ – ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗୁଟଖା ଓ ତମାଖୁ ସେବନ କର୍କଟ ସୃଷ୍ଟି କରି ଦ୍ରୁତ ଗତିରେ ଜୀବନ ନଷ୍ଟ କରୁଛି । ଏଥିରେ ଥିବା ବିଷାକ୍ତ ନିକୋଟିନ ଓ ରାସାୟନିକ ପଦାର୍ଥ ମୁଖ, ଗଳା ଓ ଫୁସଫୁସ କର୍କଟର ମୁଖ୍ୟ କାରଣ । ଓଡ଼ିଶାରେ ଏହାର କୁପ୍ରଭାବ ଯୁବପୀଢ଼ିଙ୍କୁ ଅଧିକ ଗ୍ରାସ କରୁଥିବାରୁ ଏହା ଏକ!-->…