ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ନେଇ ସତର୍କ ସୂଚନା !
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ କଲବଲ କରିବ କାଳବୈଶାଖୀ । ୨୬ ରୁ ୨୮ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି । ମାର୍ଚ୍ଚ ଶେଷ ସପ୍ତାହରେ ରାଜ୍ୟରେ କାଳବୈଶାଖୀ ପ୍ରଭାବ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର,!-->…