କଳିଙ୍ଗରେ ବୌଦ୍ଧ ଧର୍ମର ପ୍ରସାରକଳିଙ୍ଗରେ ଅଶୋକଙ୍କ ଶାସନ
କଳିଙ୍ଗ ଯୁଦ୍ଧ ପରେ ତତ୍କ୍ଷଣାତ୍ କଳିଙ୍ଗ ମୌର୍ଯ୍ୟ ସାମ୍ରାଜ୍ୟର ଅନ୍ତର୍ଭୁକ୍ତ ହେବା ସହ ଗୋଟିଏ ନୂତନ ତଥା ସ୍ୱତନ୍ତ୍ର ପ୍ରଦେଶରେ ପରିଣତ ହେଲା ଏବଂ ରାଜବଂଶୀୟ କୁମାର (ରାଜପୁତ୍ର)ଙ୍କ ଉପ-ରାଜତ୍ୱ ଅଧୀନରେ ରହିଲା। ଏହାର ମୁଖ୍ୟ ଦପ୍ତର ତୋଷାଳୀଠାରେ ପ୍ରତିଷ୍ଠା ହେଲା। କଳିଙ୍ଗର ପରାଜୟ ପରେ!-->…