ଏଣିକି ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ ; ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ଚିଠି

ଭୁବନେଶ୍ୱର (ରାଜ୍ୟକାହାଣୀ )ବଦଳି ଆଦେଶ ମିଳିବା ମାତ୍ରେ ତାହାକୁ ପାଳନ କରିବାକୁ ପଡ଼ିବ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସବୁ ବିଭାଗ ଓ ଜିଲାପାଳଙ୍କୁ କଡ଼ା ଚିଠି । ପ୍ରତିବର୍ଷ ଏପ୍ରିଲ ୧୫ରୁ ଜୁନ ୧୫ ପର୍ଯ୍ୟନ୍ତ ହେବ ବଦଳି ପ୍ରକିୟା । ସରକାରୀ କର୍ମଚାରୀଙ୍କ ବଦଳି ନିର୍ଦ୍ଦେଶନାମାରେ

ଭାରତରେ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କରିବେ ଆଲୋଚନା

ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଚାରି ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ସେ ଆଜି ସକାଳେ କୋଲକାତାରେ ପହଞ୍ଚିଛନ୍ତି। ଏହା ତାଙ୍କର ପ୍ରଥମ ଭାରତ ଗସ୍ତ। ଭାରତ-ଆମେରିକା ସମ୍ପର୍କ ପାଇଁ ଏହି ଗସ୍ତକୁ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି।ଆଜି ସେ ନୂଆଦିଲ୍ଲୀ ଗସ୍ତ କରି

ପୁଅର ମୃତ୍ୟୁ ଖବର ଶୁଣି ଜୀବନ ହାରିଲେ ବାପା

ଭୁବନେଶ୍ୱର (ରାଜ୍ୟକାହାଣୀ )ଯାଜପୁର ମଙ୍ଗଳପୁର ଥାନାର ମାନସିଂହ ଗାଁରେ ଅଭାବନୀୟ ଘଟଣା ଘଟିଛି । । ପୁଅର ମୃତ୍ୟୁ ଖବର ଶୁଣି ବାପାଙ୍କ ଆତ୍ମହତ୍ୟା|ମଙ୍ଗଳପୁର ବଜାର ରେ ଷ୍ଟୁଡିଓ ବ୍ୟବସାୟ କରୁଥିବା ଷ୍ଟିମର ପଣ୍ଡାଙ୍କ ଦୋକାନରେ କାମ କରୁଥିବା ଜଣେ କର୍ମଚାରୀ ବିଷପାନ କରିଥିଲେ। ଚିକିତ୍ସା

ମୌସୁମୀ ଓଡ଼ିଶାକୁ ଜୁନ୍ ୧୦ ରୁ ୧୨ ତାରିଖ ସୁଦ୍ଧା ଆସିପାରେ

ଭୁବନେଶ୍ୱର (ରାଜ୍ୟକାହାଣୀ )ପଶ୍ଚିମ ଓଡ଼ିଶା ତାତିର ଜ୍ବାଳାରେ ଜଳୁଥିବା ବେଳେ ଉପକୂଳରେ ତାପମାତ୍ରା କମିଛି ସିନା, ଗୁଳୁଗୁଳି ପ୍ରଭାବରେ ଲୋକେ କଲବଲ ହେଉଛନ୍ତି। ଝାରସୁଗୁଡ଼ା ପୁଣି ଥରେ ରାଜ୍ୟର ଉତ୍ତପ୍ତ ସହର ପାଲଟିଥିବା ବେଳେ ଏଠାରେ ଦିନ ତାପମାତ୍ରା ୪୫.୨ ଡିଗ୍ରି ରେକର୍ଡ ହୋଇଛି। ଆଜି

୯ ବର୍ଷର ନାବାଳକକୁ ଝୁଣି ଦେଲେ କୁକୁର

ରାଜ୍ୟ କାହାଣୀ ( ଭୁବନେଶ୍ଵର)ନାବାଳକକୁ ଝୁଣିଦେଲେ କୁକୁର ପଲ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ପାଟପୁରରେ ଏପରି ଅଭାବନୀୟ ଘଟଣା ଘଟିଛି ।୯ ବର୍ଷର ନାବାଳକ ଆରିଷ କୁମାରଙ୍କୁ କାମୁଡ଼ି ଗୁରୁତର କଲେ ବୁଲା କୁକୁର। ସୂଚନା ମୁତାବକ, ପାଟପୁର ଗାନ୍ଧୀ ଛକ ଠାରୁ ଅଳ୍ପ ଦୂରରେ କୁକୁର ଛୁଆ

୭୯ ଜଣ ବ୍ଲକ୍ ଶିକ୍ଷା ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍। ନୋଟିସ୍ ଜାରି କଲା ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଶିକ୍ଷକ ବଦଳିରେ ଅବହେଳା ପଡ଼ିଲା ମହଙ୍ଗା। ୭୯ ବିଇଓଙ୍କୁ କାରଣ ଦର୍ଶାଅ ନୋଟିସ। ରାଜ୍ୟରେ ପ୍ରାଥମିକ ଶିକ୍ଷକ ବଦଳି ପ୍ରକ୍ରିୟାକୁ ନେଇ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି।ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଅନଲାଇନ୍ ବଦଳି ଆବେଦନଗୁଡ଼ିକୁ ଜିଲ୍ଲା

ପୋଲିସ୍ SI ସ୍କାମ୍, ୧୭ ଜଣଙ୍କ ଜାମିନ ଖାରଜ

ରାଜ୍ୟ କାହାଣୀ(ଭୁବନେଶ୍ଵର)କମ୍ବାଇନ ପୋଲିସ ସର୍ଭିସ ପରୀକ୍ଷା ୨୦୨୪ କେଳେଙ୍କାରୀ ମାମଲା । ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତି ସମେତ, ୧୭ ଜଣଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ।ମାନ୍ୟବର ବିଚାରପତି ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି

ତୃତୀୟ ଥର ପାଇଁ ବଢ଼ିଲା ପେଟ୍ରୋଲ-ଡିଜେଲ ଦର

ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା ବୃଦ୍ଧି ପାଇଛି।ଗତ ୧୦ ଦିନ ମଧ୍ୟରେ ତୃତୀୟ ଥର ପାଇଁ ପେଟ୍ରୋଲ-ଡିଜେଲ ଦର ବଢ଼ିଛି।ଇନ୍ଧନ ମୂଲ୍ୟରେ ଏହି ସଦ୍ୟତମ ବୃଦ୍ଧି ବିଶ୍ୱ ଭୂରାଜନୈତିକ ଅସ୍ଥିରତା ସହିତ ଜଡିତ ଥିବା

ଭାରତର ଦ୍ୱିତୀୟ ହସ୍ପିଟାଲ୍ ଭାବେ ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍‌ରେ ଅତ୍ୟାଧୁନିକ ଡିଜିସ୍କାନର ସ୍ଥାପନ

ଭୁବନେଶ୍ୱର, ରାଜ୍ୟ କାହାଣୀ: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ ଅନ୍ତର୍ଗତ ପାଥୋଲୋଜି ବିଭାଗରେ ଅତ୍ୟାଧୁନିକ ଫିଲିପ୍ସ ପାଥୋଲୋଜି ସ୍କାନର ଏସ୍‌ଜି ୩୦୦ ଶୁକ୍ରବାର ସ୍ଥାପନ କରାଯାଇଥିବା ବେଳେ ଏହା ଜଟିଳ ଏବଂ

କଟକରେ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଗାଡ଼ି ଉପରକୁ ବୋତଲ ମାଡ଼

ବିଧାୟକଙ୍କ ଗାଡ଼ି ଉପରରୁ ଆକ୍ରମଣ। କଟକ ତିଗିରିଆର ପଞ୍ଚାୟତ ସମିତି ବୈଠକ ରେ ଯୋଗ ଦେବାକୁ ଯାଉଥିବା ବେଳେ ତିଗିରିଆ ବ୍ଲକ ଛକରେ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଗାଡି ଉପରକୁ ଆକ୍ରମଣ। କିଛି ଦୁର୍ବୃତ୍ତ ହାତରେ ଠେଙ୍ଗା ଧରି ଗୋଡ଼ାଇବା ସହ ବୋତଲ ମାଡ କରିଛନ୍ତି।ଏହି ଘଟଣାକୁ ନେଇ