ଶସ୍ତା ହେଉଛି ସୁନା ଓ ରୂପା ଦାମ
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୪,୬୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୧,୭୫୦ ଟଙ୍କା ଛୁଇଁଛି ।ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୬୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୧,୭୫୦!-->…