ଯୁଦ୍ଧଗ୍ରସ୍ତ ଇରାନକୁ ମେଡିକାଲ ଉପକରଣ ପଠାଇଲା ଭାରତ
ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି।ହେରାନରେ ମେଡିକାଲ ଉପକରଣ ପହଞ୍ଚିଥିବା ନେଇ ଭାରତୀୟ ଦୂତାବାସ ସ୍ପଷ୍ଟ କରିଛି । ଭାରତରେ ଥିବା ଇରାନ୍ ଦୂତାବାସ ଭାରତର ଏହି ପଦକ୍ଷେପକୁ ପ୍ରଶଂସା କରିଛି । ଭାରତୀୟଙ୍କୁ ସାଧୁବାଦ!-->…