ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍ ଡେଲିଭରି ସେବା ଆରମ୍ଭ
ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ନୂଆଦିଲ୍ଲୀରେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ବଡ଼ କଥା ହେଲା ଏହି ସର୍ଭିସରେ ଡାକ ବିଭାଗରୁ ଆପଣଙ୍କୁ ଲିଖିତ!-->…