ଗତ ୨୦ ମାସ ମଧ୍ୟରେ ମରିଛନ୍ତି ୧୫୪ ହାତୀ -ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟରେ ବିଗତ ୨୦ ମାସରେ ୧୫୪ ହାତୀଙ୍କ ମୃତ୍ୟୁ ହୋଇଛି । ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ସେଥିମଧ୍ୟରୁ ୧୫ଟି ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବେଳେ ୨୩ଟି ଶିକାରୀଙ୍କ ଶିକାର ସାଜିଛନ୍ତି…

ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ମୋକିମ୍‌ଙ୍କ ଆହ୍ଵାନ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି।…

ଏଲପିଜି ପାଇଁ ଇ- କେୱାଇସି ସ୍ପଷ୍ଟୀକରଣ ରଖିଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରାଳୟ

ଏଲପିଜି ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ସ୍ପଷ୍ଟୀକରଣ । ସ୍ପଷ୍ଟୀକରଣ ରଖିଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରାଳୟ । କେବଳ ଅନଧିକୃତ ଏଲପିଜି ବ୍ୟବହାରକାରୀଙ୍କ ପାଇଁ ଇ- କେୱାଇସି ବ୍ୟବସ୍ଥା । ସମସ୍ତ ଏଲପିଜି ଉପଭୋକ୍ତାଙ୍କ ପାଇଁ ଇ- କେୱାଇସି କରିବା ନାହିଁ । ଯେଉଁ ଏଲପିଜି ଉପଭୋକ୍ତା ଇ-…

ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।ଦେବଦୂତ ଭଳି ମେଡିକାଲ କର୍ମଚାରୀ ମାନେ ତୁରନ୍ତ ଉଦ୍ଧାର କାର୍ଯ୍ୟ କରିଥିଲେ। ୧୧ଜଣ ହସ୍ପିଟାଲ କର୍ମଚାରୀ…

SCB ଅଗ୍ନିକାଣ୍ଡ ଘଟଣାରେ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେଡି

ରାଜ୍ୟକାହାଣୀ ( ଭୁବନେଶ୍ୱର )SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଥିଲେ। ତେଣୁ…

ବିଜେଡିର ପ୍ରେସ୍‌ମିଟ୍‌ ; ଟଙ୍କା ନେଇ ବିକ୍ରି ହୋଇଗଲେ ନେତା । ଚାଲିଥିଲା ଘୋଡ଼ା ବେପାର

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟସଭା ନିର୍ବାଚନକୁ ନେଇ ବିଜେଡିର ପ୍ରେସ୍‌ମିଟ୍‌ । କହିଲେ , ଟଙ୍କା ନେଇ କ୍ରସ୍‌ ଭୋଟିଂ କରିଛନ୍ତି ବିଜେଡିର କିଛି ବିଧାୟକ । ଚାଲିଥିଲା ଘୋଡ଼ା ବେପାର । ନିର୍ବାଚନ ମଣ୍ଡଳିରେ ସେଭଳି ନେତାଙ୍କୁ ଘୋର ବିରୋଧ କରିବାକୁ ବିଜେଡିର ଅପିଲ୍ । ଲୋକ ଲଜ୍ଜାରୁ…

ବିଧାନସଭାରେ ଥମୁନି SCB ତାତି ।ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଧାନସଭା ବଜେଟ୍ ଅଧିବେଶନ ଦ୍ବିତୀୟ ପର୍ଯ୍ୟାୟର ଆଜି ହେଉଛି ଷଷ୍ଠ ଦିନ । ଆଜି ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ଏସସିବି ଅଗ୍ନିକାଣ୍ଡ ପ୍ରସଙ୍ଗ ଉଠାଇବା ସହ ସ୍ଵାସ୍ଥ୍ୟମନ୍ତ୍ରୀ ଙ୍କ ଇସ୍ତଫା ଦାବି…

କଂଗ୍ରେସର ବଡ କାର୍ଯ୍ୟାନୁଷ୍ଠାନ। କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ

ରାଜ୍ୟକାହାଣୀ ( ଭୁବନେଶ୍ୱର )କଂଗ୍ରେସର ବଡ କାର୍ଯ୍ୟାନୁଷ୍ଠାନ। କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ । କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। ଏବେ କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ…

ମାର୍ଚ୍ଚ ୩୧ ପରେ ବଢ଼ିପାରେ ପେଟ୍ରୋଲ-ଡିଜେଲ ଦର !

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି । ହର୍ମୁଜ୍ ପ୍ରଣାଳୀରେ ଅବରୋଧ ଯୋଗୁଁ ଯୋଗାଣ ବାଧାପ୍ରାପ୍ତ ହେବାରୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ପ୍ରବଳ ବୃଦ୍ଧି ଘଟିଛି । ଶୁକ୍ରବାର ଭାରତୀୟ ଅଶୋଧିତ ତୈଳ…

ଅସୁରକ୍ଷିତ ଗହୀରମଥା ଅଭୟାରଣ୍ୟ;ଅଲିଭରିଡଲେ କଇଁଛମାନଙ୍କ ଅଣ୍ଡାଦାନ ଆରମ୍ଭ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ପାଇଁ ଗହୀରମଥାକୁ ନୋ ଫିସିଂ ଜୋନ୍‌ ଘୋଷଣା କରାଯାଇଛି । ନଭେମ୍ବର ୧ରୁ ମେ ୩୧ ତାରିଖ ଯାଏ କଟକଣା ସମୟରେ ସମୁଦ୍ରରେ ମାଛ ଧରିବା ପାଇଁ ବାରଣ କରାଯାଇଛି । ତା’ ପରେ ମଧ୍ୟ ଟ୍ରଲର୍‌ଗୁଡ଼ିକ ସାମୁଦ୍ରିକ ଅଭୟାରଣ୍ୟ ଗହୀରମଥାର…