କଟକ ଏସସିବି ଅଗ୍ନିକାଣ୍ଡ: ୧୨କୁ ବଢ଼ିଲା ମୃତ୍ୟୁସଂଖ୍ୟା, ତଦନ୍ତ ଟିମ୍ ଗଠନ

କଟକ ଏସସିବି ଅଗ୍ନିକାଣ୍ଡର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ବାଳଙ୍କୁ ବିଚାରବିଭାଗୀୟ ତଦନ୍ତ ଦାୟିତ୍ବ ଦିଆଯାଇଛି । ଘଟଣାର ତଦନ୍ତ କରି ୧୫ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ…

ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ରାଜ୍ୟକାହାଣୀ ( ଭୁବନେଶ୍ୱର )ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି। ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ପବନ ସହିତ କୁଆପଥର ବର୍ଷା…

ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସନ୍ତୁପ୍ତ ଓ ଦିଲ୍ଲୀପ ବିଜୟୀ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି।  ବାଜି ମାରିଲେ ବିଜେପିର ମନମୋହନ ସାମଲ, ସୁଜିତ କୁମାର ଓ ସ୍ବାଧୀନ ପ୍ରାର୍ଥୀ ଦିଲୀପ ରାୟ । ଅନ୍ୟପଟେ ବିଜେଡ଼ିର ସନ୍ତୁପ୍ତ ମିଶ୍ର ମଧ୍ୟ…

କବି ଗିରିଜା କୁମାର ବଳିୟାରସିଂ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଶିଷ୍ଟ କବି ଗିରିଜା କୁମାର ବଳୀୟାରସିଂହ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । କବିତା ପୁସ୍ତକ 'ପାଦପୂରଣ' ପାଇଁ ୨୦୨୫ ମସିହା ନିମନ୍ତେ ସମ୍ମାନ ଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ସେ ମନୋନୀତ ହୋଇଛନ୍ତି । ୨୦୨୦ ମସିହାରେ…

ପିଏନଜି କନେକ୍ସନ୍ ନେଲେ ଏଲପିଜି ଉପଭୋକ୍ତାଙ୍କୁ ୫୦୦ ଟଙ୍କା ରିହାତି

ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ ଗ୍ୟାସ’ ବା PNG ବ୍ୟବହାର କରିବାକୁ ଗ୍ରାହକମାନଙ୍କୁ ପରାମର୍ଶ ଦିଆଯାଇଛି। କେବଳ ସେତିକି ନୁହେଁ, ନୂଆ PNG ସଂଯୋଗ ନେଲେ…

ଆକ୍ସନ ମୋଡ୍‌ରେ ନିର୍ବାଚନ କମିଶନ: ପଶ୍ଚିମବଙ୍ଗ ଡିଜିପିଙ୍କ ସମେତ ୪ ଆଇପିଏସ ଅଫିସରଙ୍କୁ ବଦଳି

ପଶ୍ଚିମବଙ୍ଗରେ ନିର୍ବାଚନ ତାରିଖ ଘୋଷଣା ହୋଇଛି। ଏବେ ପୁରା ଆକ୍ଟିଭରେ ନିର୍ବାଚନ କମିଶନ। ଘୋଷଣା ମାତ୍ର ଦିନକ ଭିତରେ ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟ ସଚିବ ଏବଂ ଗୃହ ସଚିବଙ୍କୁ ବଦଳି କରିବା ପରେ ନିର୍ବାଚନ କମିଶନ ଏବେ ଚାରି ଜଣ ବରିଷ୍ଠ ପୋଲିସ…

କ୍ରସ୍‌ ଭୋଟିଂ ପରେ ବର୍ଷିଲେ ନବୀନ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେପି ଘୋଡ଼ା ବେପାର କରୁଛି କହିଥିଲି । ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ ରେକର୍ଡ…

ଏସ୍‌ସିବି ଟ୍ରାଜେଡି:ପୁରୁଣା ବିଲଡିଂରେ ଯାଞ୍ଚ ହେବ ଅଗ୍ନି ସୁରକ୍ଷା- ଅଗ୍ନିଶମ ଡିଜି

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଅଗ୍ନିଶମ ବିଭାଗ ବିଭିନ୍ନ ମେଡିକାଲରେ ଅଗ୍ନି ନିର୍ବାପକ ବ୍ୟବସ୍ଥାର ଯାଞ୍ଚ କରିଛି ବୋଲି ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ।ଅଗ୍ନିଶମ ବିଭାଗର ମହା ନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି ଯେ,"ରାଜ୍ୟ ସରକାର ନ୍ୟାୟିକ…

କିଏ କଲେ କ୍ରସ୍ ଭୋଟିଂ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ରାଜନୀତି ସରଗରମ । ଖାଲି କଂଗ୍ରେସ ନୁହେଁ, ବିଜେଡିରୁ ବି ହୋଇଛି କ୍ରସ ଭୋଟିଂ । ୨୦୧୬ ରାଜ୍ୟସଭା ନିର୍ବଚନରେ ମୋଟ ୧୧ ବିଧାୟକଙ୍କ କ୍ରସ୍ ଭୋଟିଂ ହୋଇଥିବା ଜଣାଯାଇଛି ।ତେବେ ଦିଲ୍ଲୀପ ରାୟ ଏବଂ ଦତ୍ତେଶ୍ବର…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜୁନିଅର କ୍ଲର୍କ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଜୁନିଅର କ୍ଲର୍କ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର । ବକେୟା ଦରମା ପାଇଁ ବିଲ୍ ପ୍ରସ୍ତୁତ କରିବା ପାଇଁ ୬,୦୦୦ ଟଙ୍କା ଲାଞ୍ଚ ନେଉଥିବା…